ଏଇ ଭାରତରେ

ରୋଜଗାର କହିଲେ ଚା’ଦୋକାନରୁ ଯାହା ହୁଏ ସେତିକି। ସେହି ଆୟରେ ପରିବାର ଚଳାଇ ଗରିବ ପିଲାମାନଙ୍କ ଶିକ୍ଷା ଲାଗି ସେଥିରୁ ୮୦ ପ୍ରତିଶତ ଖର୍ଚ୍ଚ କରୁଛନ୍ତି କାନପୁରର ମେହବୁବ୍‌ ମଲିକ। ଦୀର୍ଘ ୮ ବର୍ଷ ହେଲା ସେ ଏହି କାର୍ଯ୍ୟ କରି ଆସୁଛନ୍ତି। ମେହବୁବ୍‌ ଆର୍ଥିକ ସମସ୍ୟା ଯୋଗୁ ତାଙ୍କ ପଢ଼ାରେ ଡୋରି ବାନ୍ଧିଥିଲେ ବି ଶିକ୍ଷାର ମହତ୍ତ୍ୱ ଉପଲବ୍ଧି କରି ଗରିବ ପିଲାମାନଙ୍କୁ ସ୍କୁଲକୁ ପଠାଉଛନ୍ତି ଓ ସେମାନଙ୍କ ସବୁ ଖର୍ଚ୍ଚ ବହନ କରୁଛନ୍ତି। ୩୪ ବର୍ଷୀୟ ମେହବୁବ୍‌ ପିଲାଙ୍କ ଉତ୍ତମ ଭବିଷ୍ୟତ ପାଇଁ ‘ମା ତୁଝେ ସଲାମ ସୋସିଆଲ ଫାଉଣ୍ଡେଶନ’ଗଢ଼ି ତା’ ମାଧ୍ୟମରେ ଏହି କାର୍ଯ୍ୟ ସଞ୍ଚାଳନ କରୁଛନ୍ତି। ଚା’ଦୋକାନ ଆୟରେ ପ୍ରଥମେ ସେ ୪ ଜଣ ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ। ଯେଉଁମାନଙ୍କ ମା’ ବାପା କାମ କରିବାକୁ ଯାଉଥିଲେ ସେମାନଙ୍କ ପିଲାମାନଙ୍କୁ ସେ ପଢ଼ାଉଥିଲେ। ତେବେ ବର୍ତ୍ତମାନ ଏହି ଫାଉଣ୍ଡେଶନ ମାଧ୍ୟମରେ ସେ ୨ ପ୍ରାଥମିକ ବିଦ୍ୟାଳୟ ଚଳାଉଛନ୍ତି ଓ ଏଥିରେ ୧୨ ଜଣ ଶିକ୍ଷକଙ୍କୁ ନିଯୁକ୍ତ କରିଛନ୍ତି। ଏବେ ସେହି ବିଦ୍ୟାଳୟରେ ମୋଟ ୧୫୦୦ ବସ୍ତି ପିଲା ପଢୁଛନ୍ତି। ପ୍ରାଥମିକ ଶିକ୍ଷା ପରେ ପିଲାମାନଙ୍କୁ ମେହବୁବ୍‌ ହାଇସ୍କୁଲରେ ନାମ ଲେଖାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ବହି କଥା

ଦିନ ଥିଲା ବହି ସହିତ ଅନ୍ତରଙ୍ଗ ହେବାପାଇଁ ନିଭୃତ କକ୍ଷଟିଏ ଲୋଡ଼ା ହେଉଥିଲା। ଯାହାର ନାଁ ଥିଲା ପଢ଼ା ଘର। ସେଇ ପଢ଼ାଘର ସବୁ ଆଜି ବି…

ଗୋଟିଏ ଲାଉର ଦୁଇଟି ମଞ୍ଜି

ଯାଯାବର ମଣିଷ ନଦୀକୂଳରେ ବସତି ସ୍ଥାପନ କରି କୃଷିକୁ ଜୀବିକାଭାବେ ଗ୍ରହଣ କଲା। କୃଷି ବଂଶାନୁକ୍ରମିକଭାବେ ଜୀବିକା-ନିର୍ବାହର ସ୍ରୋତ ପାଲଟିଗଲା। ସମୟକ୍ରମେ କୃଷି ସହ ଅନ୍ୟାନ୍ୟ କର୍ମକୁ…

ଟିକା ବିରୋଧୀ ଦୃଷ୍ଟିକୋଣ

୨୦୨୫ରେ ଆମେରିକାରେ ଦୁଇ ପିଲାଙ୍କ ସମେତ ୩ ଜଣ ମିଳିମିଳାରେ ମୃତ୍ୟୁବରଣ କରିଥିଲେ। ସେମାନଙ୍କ ମୃତ୍ୟୁକୁ ରୋକାଯାଇପାରିଥାଆନ୍ତା। ଗତବର୍ଷ ଆମେରିକାରେ ୨,୨୬୭ ଲୋକ ମିଳିମିଳାରେ ଆକ୍ରାନ୍ତ ହୋଇଥିଲେ,…

ବାଲଡା ଗୁମ୍ଫା

ଓଡ଼ିଶାର କୋରାପୁଟ ଜିଲା ଅସରନ୍ତି ପ୍ରାକୃତିକ ସମ୍ପଦ ଏବଂ ନିଆରା ଆଦିବାସୀ ପରମ୍ପରା ପାଇଁ ସାରା ବିଶ୍ବରେ ଖ୍ୟାତ। ଏଠାରେ ଦେଖିବାକୁ ମିଳୁଥିବା ଆକର୍ଷଣୀୟ ସୁନ୍ଦର ସବୁଜିମା…

ଯଜ୍ଞର ଦୁଇ ରୂପ

ଆମେ ଯଜ୍ଞ କରୁ ଏବଂ ଆମ ପାଇଁ ଯଜ୍ଞହୁଏ। ଆମ ଯଜ୍ଞକୁ ଆମେ କେତେ ପ୍ରକାରେ କରିଥାଉ। ତାହା ସମ୍ପାଦନ କରିବା ପାଇଁ ଆମେ କେତେ ନିଃସ୍ବାର୍ଥପର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri