ଏଇ ଭାରତରେ

ବିନା ମାଟିରେ ଅଗଣାରେ ଚାଷ କରି ମାସକୁ ୫୦୦ କେ.ଜି. ପରିବା ଉପତ୍ାଦନ କରିବା ସହଜରେ ବିଶ୍ୱାସ କରି ହେଉ ନ ଥିଲେ କି ସତ। ଏଭଳି ଚାଷ କରୁଛନ୍ତି ଭଦୋଦରାର ଇଞ୍ଜିନିୟର ଶଶାଙ୍କ ଚୌବି। ସେ ବିନା ମାଟିରେ ଅର୍ଥାତ ଆକ୍ୱାପୋନିକ୍ସ( କେବଳ ପାଣିରେ) ପଦ୍ଧତିରେ ଏହି ଚାଷ କରୁଛନ୍ତି। ଏହି ପଦ୍ଧତିରେ ପରିବା ସହ ମାଛ ଚାଷ ମଧ୍ୟ କରାଯାଉଛି। ପ୍ରଥମେ ଉକ୍ତ ଚାଷ ସମ୍ବନ୍ଧରେ ତାଙ୍କର କୌଣସି ଧାରଣା ନ ଥିଲା, କିନ୍ତୁ ଏ ସମ୍ପର୍କରେ ସେ ପ୍ରଶିକ୍ଷଣ ନେଇ ଏବେ ୨,୦୦୦ ବର୍ଗଫୁଟ ଜାଗାରେ ବିଭିନ୍ନ କିସମର ୨,୫୦୦ ଗଛ ବଢାଇ ପରିବା, ଫୁଲ ଉପତ୍ାଦନ କରୁଛନ୍ତି। ଏହା ବ୍ୟତୀତ ବହୁ କିସମର ଓଷଧୀୟ ଗଛ ମଧ୍ୟ ବଢ଼ାଇଛନ୍ତି। ଶଶାଙ୍କ ଦିିଲ୍ଲୀରେ ଏକ କର୍ପୋରେଟ ଚାକିରି କରିଥିଲେ। ପରେ ଏହାକୁ ଛାଡ଼ି ସେ ୨୦୧୮ରେ ଆକ୍ୱାପୋନିକ୍ସ ପଦ୍ଧତିରେ ଚାଷ ଆରମ୍ଭ କରିଥିଲେ। ଏହି ପଦ୍ଧତିରେ ସେ ପାରମ୍ପରିକ ଚାଷ ତୁଳନାରେ ୮୦% ଜଳ ବଞ୍ଚାଇପାରୁଛନ୍ତି। ଏବେ ସୁଦ୍ଧା ସେ ଗୁଜରାଟ ଓ ରାଜସ୍ଥାନର ୩୫ ଜଣଙ୍କୁ ଅଫ୍‌ଲାଇନ ଏବଂ ଅନ୍‌ଲାଇନରେ ପ୍ରଶିକ୍ଷଣ ଦେଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମୁଣ୍ଡ ନୁଆଁଇବେ

ଗାନ୍ଧୀ ଜୟନ୍ତୀର ସ୍ମୃତି ମନରେ ସତେଜ ଥିବାବେଳେ ଏବଂ ଶାନ୍ତିପୂର୍ଣ୍ଣ ସମାବେଶର ଅଧିକାର ପୁନର୍ୱାର ଚର୍ଚ୍ଚାକୁ ଆସିଛି। ଏହି ସମୟରେ ଆସନ୍ତୁ କିଛି ପ୍ରସଙ୍ଗ ଉପରେ ଦୃଷ୍ଟି…

ରାସ୍ତାକଡ଼ ଖାଦ୍ୟ କେତେ ସୁରକ୍ଷିତ

ଦହିବରା-ଆଳୁଦମ୍‌, ଘୁଗୁନି, ଚାଟ୍‌, ଗୁପ୍‌ଚୁପ୍‌, ମୁଢ଼ିମିକ୍ସ, ବରା-ପକୋଡ଼ିଠାରୁ ଆରମ୍ଭ କରି ବିଭିନ୍ନ ପାରମ୍ପରିକ ଖାଦ୍ୟ ସର୍ବଦା ରାସ୍ତାକଡ଼ରେ ସହଜରେ ମିଳେ। ଏପରି ଖାଦ୍ୟ ବହୁ କ୍ଷେତ୍ରରେ ଅପରିଷ୍କାର…

ବନ୍ୟପ୍ରାଣୀ ଚଲାପଥ ସଂଯୋଗୀକରଣ

ଦୁଇଟି ପ୍ରାକୃତିକ ଜଙ୍ଗଲ ପରିସଂସ୍ଥାକୁ ସଂଯୋଗ କରୁଥିବା ସଂକୀର୍ଣ୍ଣ ଅଣଓସାରିଆ ଜଙ୍ଗଲୀ ରାସ୍ତାକୁ କୁହାଯାଏ କରିଡର; ଚଲାପଥ ବା ବନ୍ୟପ୍ରାଣୀ ସଂଯୋଗୀ ପଥ। ଚଳିତବର୍ଷ ଅକ୍ଟୋବର ୨ରୁ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ଏଇ ଭାରତରେ

ନିରବଚ୍ଛିନ୍ନ ପ୍ରୟାସ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳେ, ଯାହା ପ୍ରମାଣ କରିଛନ୍ତି ରାଜସ୍ଥାନ ଏକାଲଖୋରି ଗାଁର ରାଣାରାମ ବିଷ୍ଣୋଇ । ଗଛ ପରିବେଶ ଓ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ନିର୍ମୂଳୀ ଚେର

ଅନେକ ଦଶନ୍ଧି ଧରି ଦେଶରୁ ଗରିବ ହଟାଇବା ଲକ୍ଷ୍ୟରେ ଅନେକ ଦୃଷ୍ଟାନ୍ତମୂଳକ ଯୋଜନା ପ୍ରଣୟନ କରାଯାଇଛି। ଅର୍ଥଶାସ୍ତ୍ରବିତ୍‌ଙ୍କ ସୁକଳ୍ପିତ ପରାମର୍ଶ, ସଂଗଠନ ସଦସ୍ୟଙ୍କ ମତାମତ ଏବଂ ରାଜନୀତିଜ୍ଞଙ୍କ…

ମାନବାଧିକାର ଓ ନେତୃତ୍ୱରେ ତ୍ରୁଟି

ଦ୍ବିତୀୟ ବିଶ୍ୱଯୁଦ୍ଧ ପରବର୍ତ୍ତୀ ସମୟରେ ଗଠିତ ଅନ୍ତର୍ଜାତୀୟ ବ୍ୟବସ୍ଥା ଏବେ ବୈଧତା ସଙ୍କଟର ସମ୍ମୁଖୀନ ହେଉଛି। ମାନବାଧିକାର ରକ୍ଷା କରୁଥିବା ବ୍ୟବସ୍ଥା ମଧ୍ୟ ଏଥିରୁ ବାଦ୍‌ ପଡ଼ୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?