ଏଇ ଭାରତରେ

ଶୋଭାଯାତ୍ରା ସମୟରେ ହରିୟାଣା ନୁହ ଜିଲାରେ ହିଂସା ଦେଖାଯାଇଥାଇପାରେ, କିନ୍ତୁ ସେହି ଜିଲାର ବିଛୋର ଏବଂ ନିମକା ଗ୍ରାମରେ ଭାଇଚାରାର ଉଦାହରଣ ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶରୁ ହିନ୍ଦୁମାନେ ୮୪ କୋସ ପରିକ୍ରମା କରୁଥିବା ସମୟରେ ଏହି ଗାଁ ବାଟ ଦେଇ ଯାଉଛନ୍ତି। ଏହି ସମୟରେ ଭକ୍ତଙ୍କ ସୁବିଧା ପାଇଁ ବିଭିନ୍ନ ସ୍ଥାନରେ ଗ୍ରାମବାସୀଙ୍କ ଦ୍ୱାରା ଶିବିର ସ୍ଥାପନ କରାଯାଇଛି। ଭକ୍ତଙ୍କ ସକାଶେ ଖାଦ୍ୟ, ପାନୀୟ ବ୍ୟବସ୍ଥା ବି କରାଯାଇଛି। କେବଳ ଏତିକି ନୁହେଁ, ଯେତେବେଳେ ଖାଲି ପାଦରେ ଚାଲୁଥିବା ହିନ୍ଦୁ ସମ୍ପ୍ରଦାୟର ଲୋକଙ୍କ ପାଦରେ ଫୋଟକା ହୋଇଯାଉଛି ସେତେବେଳେ ମୁସଲମାନ ସମ୍ପ୍ରଦାୟର ଲୋକମାନେ ସେମାନଙ୍କ ପାଦରେ ମେହେନ୍ଦି ଲଗାଇ ଦେଉଛନ୍ତି। ଏଭଳି ଭାଇଚାରାକୁ ଉଭୟ ସମ୍ପ୍ରଦାୟର ଲୋକେ ସ୍ବାଗତ କରୁଛନ୍ତି। ନୁହ ଡେପୁଟି କମିଶନର ତଥା ପୋଲିସ ଅଧୀକ୍ଷକ ମଧ୍ୟ ଏହାକୁ ପ୍ରଶଂସା କରିଛନ୍ତି। ବିଛୋର ଗାଁର ସରପଞ୍ଚ ଇମତିଆଜ ଖାନ୍‌ କହିଛନ୍ତି, ୮୪ କୋସ ପରିକ୍ରମା ପାଇଁ ଚାରିଆଡୁ ଶତାଧିକ ଶ୍ରଦ୍ଧାଳୁ ଏଠାରେ ପହଞ୍ଚିବା ପରେ ସେମାନଙ୍କ ସୁବିଧା ପାଇଁ ବିଶେଷ ଯତ୍ନ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକଳ୍ପର ବାର୍ତ୍ତାବହ

ଅଭିଜିତ ଦୀପ୍‌କେ ରାଜନୀତି ଏଭଳି ଏକ କ୍ଷେତ୍ର, ଯେଉଁଥିରେ ଯାହାଙ୍କର ଯେତେ ବ୍ୟକ୍ତିଗତ ସମ୍ପର୍କ ଥାଏ ସେ ସେତେ ଲୋକପ୍ରିୟତା ଅର୍ଜନ କରିଥାଏ। ହେଲେ ଭାରତୀୟ ରାଜନୈତିକ…

ମାଧବଙ୍କ ଦୃଷ୍ଟିରେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହତ୍ତ୍ୱପୂର୍ଣ୍ଣ ସଫଳତାରେ ପହଞ୍ଚତ୍ୱେ ବୋଲି ରାମ ମାଧବ ଏକ ସୁନ୍ଦର ଲେଖା ଲେଖିଛନ୍ତି। ସେ ଲେଖିଛନ୍ତି, ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ଭାବରେ ମୋଦି…

ବାଳାଶ୍ରମରେ ବାପୁ

ଦ୍ବିତୀୟ ପର୍ଯ୍ୟାୟ ହରିଜନ ପଦଯାତ୍ରା ଆରମ୍ଭ (୨୧-୫-୧୯୩୪) ହେବାର ୧୨ ଦିନ ପରେ ଅର୍ଥାତ ଜୁନ୍‌ ୨ ତାରିଖ ଦିନ ବାପୁ ଯାଜପୁର ପାର୍‌ ହୋଇ ଭଦ୍ରକ…

ହିଂସାର ଉତ୍ସବ

ଏକ ସମୟ ଥିଲା ଯେତେବେଳେ ସିନେମା ସମାଜକୁ ଏକ ଦର୍ପଣ ଭାବରେ ନେଇଥିଲା। ସମାଜର ଦାରିଦ୍ର୍ୟ, ଶୋଷଣ, ପ୍ରେମ ଓ ପ୍ରତାରଣା ଏହାର ବିଷୟବସ୍ତୁ ଥିଲା। କିନ୍ତୁ…

ଇଡି ପୁନର୍ଗଠନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବିସ୍ତାର କରିବା ପାଇଁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏହା ଦର୍ଶାଏ ଯେ, ଇଡି ଆଉ ଏକ ସ୍ବତନ୍ତ୍ର ଆର୍ଥିକ ତଦନ୍ତ ସଂସ୍ଥା ନୁହେ,ଁ…

ଏଇ ଭାରତରେ

କେରଳମର ଯୁବ ଫଟୋଗ୍ରାଫର ନନ୍ଦୁ କେ.ଏସ୍‌. କହନ୍ତି, କ୍ୟାମେରା କେବଳ ସୁନ୍ଦର ଦୃଶ୍ୟ ଉତ୍ତୋଳନ ପାଇଁ ନୁହେଁ; ବରଂ ଏହା ସ୍ବଚ୍ଛତା, ଏକତା ଆଣିପାରେ, ପଦକ୍ଷେପ ପାଇଁ…

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri