ଏଇ ଭାରତରେ

୨୦୦୯ରେ ଏଚ୍‌ଆଇଭିରେ ପୀଡ଼ିତ ହେଇଥିବା ଜଣାପଡ଼ିବା ପରେ ଗୌତମ ଯାଦବ ଏହି ରୋଗକୁ ମୁକାବିଲା କରି କେବଳ ନୂଆ ଜୀବନ ଜିଉଛନ୍ତି। କେବଳ ଏତିକି ନୁହେଁ ସେ ୧୫ ବର୍ଷ ହେଲା ଏଚଆଇଭି ସମ୍ପର୍କରେ ସଚେତନତା ସୃଷ୍ଟିି କରିଚାଲିଛନ୍ତି। ଗୌତମ ରହୁଛନ୍ତି ଦିଲ୍ଲୀରେ। ସେ ଦିଲ୍ଲୀର ଏଚ୍‌ଆଇଭି/ଏଡ୍‌ସ କ୍ଷେତ୍ରରେ କାମ କରୁଥିବା ଏକ ଏନ୍‌ଜିଓରେ ପ୍ରୋଗ୍ରାମ ଅଫିସର ଭାବେ କାମ କରି ପୀଡ଼ିତଙ୍କୁ ଏହି ରୋଗକୁ ମୁକାବିଲା କରିବା ଏବଂ ଏହା ପଛରେ ଥିବା ଭ୍ରାନ୍ତ ଧାରଣା ଦୂର କରିବାରେ ପ୍ର୍ରମୁଖ ଭୂମିକା ନେଇ ଆସୁଛନ୍ତି। ଏହି ରୋଗକୁ ଲୁଚାଉ ଥିବା ବ୍ୟକ୍ତିଙ୍କୁ ଠାବ କରି ସେମାନଙ୍କୁ ହସ୍ପିଟାଲକୁ ଆଣୁଛନ୍ତି। ଗୌତମ ଏବେସୁଦ୍ଧା ୫୦୦ରୁ ଅଧିକ ଏଚ୍‌ଆଇଭି ପୀଡ଼ିତଙ୍କୁ ସାହାଯ୍ୟ କରିସାରିଲେଣି। ତାଙ୍କର ଏଭଳି କାର୍ଯ୍ୟ ଲାଗି ଦେଶ ପକ୍ଷରୁ ତାଙ୍କୁ ଆମେରିକା, ସୁଇଜରଲାଣ୍ଡ ଏବଂ ଥାଇଲାଣ୍ଡରେ ଅନୁଷ୍ଠିତ ଏଚ୍‌ଆଇଭି ସମ୍ପର୍କିତ ସମ୍ମିଳନୀରେ ପ୍ରତିନିଧିତ୍ୱ କରିବାର ସୁଯୋଗ ମିଳିଛି। ଏହାବ୍ୟତୀତ ସେ ୟୁନେସ୍କୋ ସହ ମଧ୍ୟ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ରାମରାଜ୍ୟକୁ ରାସ୍ତା

ପ୍ରସଙ୍ଗଟି ଆରମ୍ଭ କରୁଛି ରାମାୟଣ କଥାରୁ। ଚଉଦବର୍ଷ ବନବାସ ପରେ ଅଯୋଧ୍ୟାର ରାଜା ପ୍ରଭୁ ରାମଚନ୍ଦ୍ର ଏକ ସ୍ବତନ୍ତ୍ରସଭା ଡାକି ଉପସ୍ଥିତ ଗରୁ ବଶିଷ୍ଠ, ବ୍ରାହ୍ମଣଗଣ ଓ…

ହାଜତ ହିଂସା ଗଣତନ୍ତ୍ର ପାଇଁ କଳଙ୍କ

ଗତ ଏକ ମାସ ମଧ୍ୟରେ ଆମ ରାଜ୍ୟର ବିଭିନ୍ନ ଥାନା ହାଜତରେ ପୋଲିସ ଦ୍ୱାରା ବର୍ବରୋଚିତ ଅତ୍ୟାଚାର ବା ତଥାକଥିତ ଥାର୍ଡ ଡିଗ୍ରୀ ପ୍ରୟୋଗର ଖବର ଚର୍ଚ୍ଚାର…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ଏଇ ଭାରତରେ

ଆସାମର ମୋରିଗାଁ ଜିଲାର ସବୁ ସ୍କୁଲରେ ପିଲାଙ୍କୁ ଖୋ ଖୋ ପ୍ରତି ଆକୃଷ୍ଟ କରିବାରେ ପ୍ରମୁଖ ଭୂମିକା ନେଇଛନ୍ତି ଅନ୍ଧୁରାମ ଦାସ। ଏବେ ତାଙ୍କୁ ବୟସ ୮୫।…

ବିପଜ୍ଜନକ ଆହ୍ବାନ

ନିକଟରେ ସିଙ୍ଗାପୁରରେ ଅନୁଷ୍ଠିତ ଶାଙ୍ଗ୍ରି-ଲା ଡାଇଲଗ୍‌ ବା ଏସିଆ ସୁରକ୍ଷା ଶିଖର ସମ୍ମିଳନୀରେ ଆମେରିକାର ପ୍ରତିରକ୍ଷା ସଚିବ ପିଟ ହେଗ୍‌ସେଥ୍‌ ଯୋଗଦେଇଥିଲେ। ସେ ଆମେରିକାର ଏସୀୟ ସହଯୋଗୀ…

ଗାଁ କଳି ଥାନାମୁହାଁ

ଆଉ ଗାଁ ହୋଇ ନାହିଁ। ଗାଁର ଶାନ୍ତ ସୁନ୍ଦର ପରିବେଶ ଆଜି ଅଶାନ୍ତ ଓ ବିଶୃଙ୍ଖଳିତ। ରାଜନୀତିର ପ୍ରାବଲ୍ୟ, ନିଶାଗ୍ରସ୍ତ ଲୋକଙ୍କ ଦୌରାତ୍ମ୍ୟ ସର୍ବୋପରି ଚୋର, ଖଣ୍ଟ…

ଭଲ ମଣିଷ ଖୋଜା ଚାଲିଛି

ଏକ ଓଡ଼ିଆ ମଞ୍ଚ ନାଟକର ଉପରୋକ୍ତ ନାମକରଣ ବେଶ୍‌ ତାତ୍ପର୍ଯ୍ୟପୂର୍ଣ୍ଣ। ପୃଥିବୀରେ ମଣିଷ ସଂଖ୍ୟା ସିନା ବଢି ଚାଲିଛି ହେଲେ ଭଲ ମଣିଷଙ୍କ ସଂଖ୍ୟା କ୍ରମଶଃ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri