ଏଇ ଭାରତରେ

ଦିଲ୍ଲୀର ବାୟୁ ପ୍ରଦୂଷଣ ସ୍ବାସ୍ଥ୍ୟଗତ ସଙ୍କଟ ସୃଷ୍ଟି କରିଚାଲିଥିବା ବେଳେ ରବି କୌଶିକଙ୍କ ଆବିଷ୍କାର ଏହି ସମସ୍ୟାକୁ ହ୍ରାସ କରିବାର ସମ୍ଭାବନା ସୃଷ୍ଟି କରିଛି। ବିଶେଷକରି ଘର ଭିତର ବାୟୁରୁ କ୍ଷତିକାରକ କଣିବା ଦୂର କରିବା ପାଇଁ ସେ ନିଜସ୍ବ ଜ୍ଞାନକୌଶଳରେ ଏୟାର ପ୍ୟୁରିଫାୟର ନିର୍ମାଣ କରିଛନ୍ତି। ଏହା କମ୍‌ ସମୟରେ ଘର ଭିତରର ବାୟୁକୁ ବିଶୁଦ୍ଧ କରିପାରୁଛି। ରବି ଏରୋସୋଲ ସାଇନ୍ସରେ ମୁମ୍ବାଇ ଆଇଆଇଟିରୁ ଡିଗ୍ରୀ ହାସଲ କରିଛନ୍ତି। ୨୦୨୦ରେ ସେଠାରୁ ପଢ଼ା ଶେଷ ହେବା ପରେ ସେ ଏହା ଉପରେ କାମ କରିବା ଆରମ୍ଭ କରିଥିଲେ। ବର୍ଷେ ପରେ ସେ ଆଇଆଇଟି କାନପୁର ସହାୟତାରେ ଏହି ଛୋଟ ଏୟାର ପ୍ୟୁରିଫାୟର ନିର୍ମାଣ କରିଛନ୍ତି, ଯାହା ଏସିରୁ ବାହାରୁଥିବା ପବନକୁ ପୂରା ସଫା କରିଦେଉଛି। ରବି ୨୦୨୩ରେ ‘ଏରିଥ’ ଷ୍ଟାର୍ଟଅପ୍‌ ଗଠନ କରି ତାଙ୍କ ଉପତ୍ାଦକୁ ବିକ୍ରି କରିବା ଆରମ୍ଭ କରିଦେଇଛନ୍ତି। ସେ ନିର୍ମାଣ କରିଥିବା ଏୟାର ପ୍ୟୁରିଫାୟର ଦାମ୍‌ ବଜାରରେ ଉପଲବ୍ଧ ଅନ୍ୟ ବ୍ରାଣ୍ଡଠାରୁ ଶସ୍ତା, ଯାହା ପାଖାପାଖି ୨୦୦୦ ଟଙ୍କା ରହୁଛି। ଏବେ ସୁଦ୍ଧା ସେ ୧୦୦ରୁ ଅଧିକ ଏୟାର ପ୍ୟୁରିଫାୟର ବିକ୍ରି କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିରବଚ୍ଛିନ୍ନ ପ୍ରୟାସ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳେ, ଯାହା ପ୍ରମାଣ କରିଛନ୍ତି ରାଜସ୍ଥାନ ଏକାଲଖୋରି ଗାଁର ରାଣାରାମ ବିଷ୍ଣୋଇ । ଗଛ ପରିବେଶ ଓ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ନିର୍ମୂଳୀ ଚେର

ଅନେକ ଦଶନ୍ଧି ଧରି ଦେଶରୁ ଗରିବ ହଟାଇବା ଲକ୍ଷ୍ୟରେ ଅନେକ ଦୃଷ୍ଟାନ୍ତମୂଳକ ଯୋଜନା ପ୍ରଣୟନ କରାଯାଇଛି। ଅର୍ଥଶାସ୍ତ୍ରବିତ୍‌ଙ୍କ ସୁକଳ୍ପିତ ପରାମର୍ଶ, ସଂଗଠନ ସଦସ୍ୟଙ୍କ ମତାମତ ଏବଂ ରାଜନୀତିଜ୍ଞଙ୍କ…

ମାନବାଧିକାର ଓ ନେତୃତ୍ୱରେ ତ୍ରୁଟି

ଦ୍ବିତୀୟ ବିଶ୍ୱଯୁଦ୍ଧ ପରବର୍ତ୍ତୀ ସମୟରେ ଗଠିତ ଅନ୍ତର୍ଜାତୀୟ ବ୍ୟବସ୍ଥା ଏବେ ବୈଧତା ସଙ୍କଟର ସମ୍ମୁଖୀନ ହେଉଛି। ମାନବାଧିକାର ରକ୍ଷା କରୁଥିବା ବ୍ୟବସ୍ଥା ମଧ୍ୟ ଏଥିରୁ ବାଦ୍‌ ପଡ଼ୁନାହିଁ।…

ଆସ, ଗଢ଼ିବା ବିଦ୍ୟାଳୟ

କିଛି ଦିନ ତଳେ ଜଣେ ବନ୍ଧୁ କଥା ପ୍ରସଙ୍ଗରେ କହିଲେ, ସନ୍ତାନସନ୍ତତିଙ୍କ ପାଠପଢ଼ାକୁ ନେଇ ପରୀକ୍ଷା ନିରୀକ୍ଷା କରିହେବ ନାହିଁ। ସ୍ବାଧୀନତା ପରେ ପାଖାପାଖି ପଚାଶ ବର୍ଷ…

ଆକାଶର ତାରା

ବାପଛେଉଣ୍ଡ ପିଲାଟି ଯେତେବେଳେ ମା’କୁ ବାପା କାହାନ୍ତି ବୋଲି ପଚାରେ, ମା’ତାକୁ ଅନେକ କଥା କହି ବୁଝାଇଦିଅନ୍ତି। ଆଜି ଆସିବେ, କାଲି ଆସିବେ, ଅମୁକ ଜାଗାକୁ ଯାଇଛନ୍ତି…

ସୁଶ୍ରୁତଙ୍କ ଶଲ୍ୟଚିକିତ୍ସା

ଭାରତର ପ୍ରାୟ ପ୍ରତ୍ୟେକ ପାରିବାରିକ ସମାବେଶରେ କେହି ନା କେହି ଦାବି କରନ୍ତି ଯେ ପ୍ରାଚୀନ ଭାରତୀୟଙ୍କ ପାଖରେ ପ୍ଲାଷ୍ଟିକ୍‌ ସର୍ଜରି, ଟେଷ୍ଟଟ୍ୟୁବ୍‌ ବେବି ଏବଂ ବିମାନ…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?