ଏଇ ଭାରତରେ

ଶିକ୍ଷା ସହିତ ପରିବେଶ ଉପଯୋଗୀ ଜୀବନ ଜିଇବାର ବାଟ ଦେଖାଉଛନ୍ତି ବିଜ୍ଞାନ ଶିକ୍ଷକ ସି.ଏମ୍‌. ନାଗରାଜା। ବେଙ୍ଗାଲୁରୁର ଡୋଡାବନହାଲିସ୍ଥିତ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସେ ଅନେକ ପରିବେଶ ଅନୁକୂଳ ବ୍ୟବସ୍ଥା ଖଞ୍ଜି ଦେଇଛନ୍ତି। ୨୦୧୮ରେ ସ୍କୁଲରେ ପ୍ରଥମେ ବର୍ଜ୍ୟ ପରିଚାଳନା କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ସ୍କୁଲର ପୁରୁଣା ଫର୍ନିଚରରୁ ପ୍ରୋଜେକ୍ଟର ସ୍କ୍ରିନ, ଡାଏସ, ପୋଡିୟମ, ନେମ୍‌ପ୍ଲେଟ ଓ କପ୍‌ବୋର୍ଡ ତିଆରି କରିଛନ୍ତି। ସେ ପିଲାମାନଙ୍କ ଦ୍ୱାରା ବ୍ୟବହୃତ କ୍ଷୀର ପ୍ୟାକେଟ ସଂଗ୍ରହ କରି ସେଥିରେ କମ୍ପ୍ୟୁଟର କଭର କରିଛନ୍ତି। ନାଗରାଜା ଏନ୍‌ଜିଓ ସହଯୋଗରେ ଦୁଇଟି ବାୟୋ ଓ୍ବେଷ୍ଟ କନଭର୍ଟର ଓ ପ୍ଲାଷ୍ଟିକ ଓ୍ବେଷ୍ଟବିନ୍‌ ବ୍ୟବସ୍ଥା କରିପାରିଛନ୍ତି। ବର୍ଷାଜଳ ଓ ପ୍ରତିଦିନ ବ୍ୟବହାର ହେଉଥିବା ଜଳକୁ ସଂରକ୍ଷିତ କରି ରଖାଯାଉଛି ଓ ତାହାକୁ ବଗିଚା ଓ ଅନ୍ୟ କାମରେ ବ୍ୟବହାର କରାଯାଉଛି। କେବଳ ଏତିକି ନୁହେଁ ସ୍କୁଲ ବଗିଚାରେ କମ୍‌ ଜଳ ବ୍ୟବହାର କରିବା ଲାଗି ସିଞ୍ଚନ ପଦ୍ଧତିରେ ଜଳସେଚନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେଜାଣି କାହାର

ରାସ୍ତାରେ ନୋଟ୍‌ ଭର୍ତ୍ତି ହୋଇଥିବା ପର୍ସଟିଏ ପଡ଼ିିଥିବାର ଦେଖି ଜଣେ ପଥଚାରୀ ଭାବିଲେ ଏହି ପର୍ସଟି କାହାର କେଜାଣି, ଆହା! କିଏ ସେହି ଦୁର୍ଭାଗା ଯାହାଙ୍କ ପକେଟ୍‌ରୁ…

ଅନ୍ତରୀକ୍ଷ ସ୍ବପ୍ନ ଓ ମାନବୀୟ ଦାୟିତ୍ୱ

ପୃଥିବୀ ହେଉଛି ଜୀବଜଗତର ଏକ ମାତ୍ର ବାସଗୃହ’,ଏହା କେବଳ ଗୋଟିଏ ବୈଜ୍ଞାନିକ ସତ୍ୟ ନୁହେଁ, ବରଂ ମାନବ ସଭ୍ୟତା ପାଇଁ ଗୋଟିଏ ନୀତିଗତ ଦିଗ୍‌ଦର୍ଶକ। ତଥାପି, ଆଧୁନିକ…

ଆତ୍ମଘାତୀ ରଣନୀତି

ଓରୋବୋରୋସ ହେଉଛି ଏକ ପୁରାତନ ସାପର ଛବି, ଯେଉଁଥିରେ ତାହା ନିଜ ଲାଞ୍ଜକୁ ଭକ୍ଷଣ କରୁଛି। ଏହି ଛବି ଆତ୍ମଘାତୀ ରଣନୀତିର ସଙ୍କେତ ଦେଇଆସିଛି। ଏହା ଆମେରିକା…

ବୈଦିକ ସମାଜର ସ୍ୱରୂପ

ଖ୍ରୀଷ୍ଟପୂର୍ୱ ୧୫୦୦ରୁ ୧୦୦୦ ମଧ୍ୟରେ ସିନ୍ଧୁନଦୀର ଉପନଦୀ ସପ୍ତ-ସିନ୍ଧୁ କୂଳରେ ବୈଦିକ ଲୋକେ ବସବାସ କରୁଥିଲେ, ଯାହା ଏବେ ପଞ୍ଜାବ ନାମରେ ଜଣାଶୁଣା। ଏହା ହେଉଛି ଋକ୍‌-ବୈଦିକ…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ନୂଆବର୍ଷ ପାଇଁ ନୂଆ ଆଶା- ଏକ ଭାରତର ମାନସିକତା

ବୈଶାଖୀ, ରଙ୍ଗୋଲି ବିହୁ, ମହାବିଷୁବ ପଣା ସଂକ୍ରାନ୍ତି, ପୋଇଲା ବୈଶାଖ, ବିଷୁ ଏବଂ ତାମିଲ ପୁଥାଣ୍ଡୁ ଅବସରରେ ଭାରତ ତଥା ସାରା ବିଶ୍ୱରେ ଯେଉଁ ପାରମ୍ପରିକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri