ଏଇ ଭାରତରେ

କଲେଜ ବନ୍ଦ ହୋଇଗଲା ପରେ ଜଣେ ଅଧ୍ୟାପିକା ନିଜସ୍ବ ଉଦ୍ୟମରେ ଛତୁଚାଷ କରି ମାସକୁ ଦେଢ଼ ଲକ୍ଷ ଟଙ୍କା ରୋଜଗାର କରି ଏକ ଉଦାହରଣ ସୃଷ୍ଟିି କରିଛନ୍ତି। ଏହି ଅଧ୍ୟାପିକା ଜଣକ ହେଉଛନ୍ତି ମଧ୍ୟପ୍ରଦେଶର ନିଧି ଖାତ୍‌ରେ। ନିଧିଙ୍କ ବୟସ ୩୮। ସେ ଉଜ୍ଜୟିନୀ ବିଶ୍ୱବିଦ୍ୟାଳୟରୁ ମାଇକ୍ରୋ ବାୟୋଲୋଜିରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ଗ୍ବାଲିୟର ସହରରେ ଏକ ଘରୋଇ କଲେଜରେ ୨୦୦୭ରୁ ପଢ଼ାଇବା ଆରମ୍ଭ କରିଥିଲେ। କୌଣସି କାରଣରୁ ଏହା ଧୀରେ ଧୀରେ ତାହା ବନ୍ଦ ହୋଇଗଲା। ପରେ ୨୦୧୭ରେ ସେ ପ୍ରଥମେ ୧୦ ଫୁଟ ଲମ୍ବ ଓ ୧୦ ଫୁଟ ପ୍ରସ୍ଥ ଜାଗାରେ ଛତୁଚାଷ ଆରମ୍ଭ କରିଥିଲେ। ଏହି ଚାଷରେ ୩,୦୦୦ ଟଙ୍କା ନିବେଶ କରିଥିଲେ। ପରେ ନିଧି ନାଚୁରାଲ ବାୟୋ ଇମ୍ପାକ୍ଟ ଆଣ୍ଡ ରିସର୍ଚ୍ଚ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନୀ ଗଠନ କରି ଚାଷକୁ ବ୍ୟାପକ କରିପାରିଛନ୍ତି। ଏବେ ସେ ବହୁ ଦାମୀ କିସମ ଛତୁ ଚାଷ କରିଛନ୍ତି ଓ ତାହାକୁ ବିଭିନ୍ନ ସ୍ଥାନରେ ବିକ୍ରି କରୁଛନ୍ତି। ସେ ମାସକୁ ୧,୦୦୦ କେ.ଜି. ଛତୁ ମଞ୍ଜି ମଧ୍ୟ ଉପତ୍ାଦନ କରୁଛନ୍ତି ଓ ଏହାକୁ ୧୫୦ ଜଣ କୃଷକଙ୍କୁ ବିକ୍ରି କରୁଛନ୍ତି। ଏହି ଚାଷ ସମ୍ପର୍କରେ ବି କୃଷକମାନଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏମିତି ଥିଲା ଗାଁ

ଭାରତର ଆତ୍ମା ହେଉଛି ଗାଁ। ସଭ୍ୟତା, ସଂସ୍କୃତି, ପରମ୍ପରା, ସାମାଜିକ ବନ୍ଧନ ଓ ସଦାଚାରର ପ୍ରାଣକେନ୍ଦ୍ର ଯେଉଁଠି ଗୋଟିଏ ଘରେ ସୋରିଷ ଫୁଟିଲେ ସମ୍ପୂର୍ଣ୍ଣ ଗାଁକୁ ବାସିଥାଏ।…

କୃଷି ରପ୍ତାନିର ନୂତନ ଆଶା

ରାଜ୍ୟର କୃଷିବିକାଶ ଓ କୃଷକମାନଙ୍କ ଆୟବୃଦ୍ଧି ପାଇଁ କୃଷି-ରପ୍ତାନି ଏକ ପ୍ରମୁଖ ମାର୍ଗ। କୃଷି-ରପ୍ତାନି ପାଇଁ ପାରମ୍ପରିକ ଜୈବିକ କୃଷି ଓ ଅତ୍ୟାଧୁନିକ କୃଷି ଅଧିକ ସୁଯୋଗ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri