ଏଇ ଭାରତରେ

କମ୍‌ କୀଟନାଶକ ଓ ସର୍ବନିମ୍ନ କୃଷି ଶ୍ରମିକ ଦ୍ୱାରା କୃଷକମାନେ ଲାଭ ପାଇପାରିବେ। କମ୍‌ କୀଟନାଶକରେ ସ୍ବାସ୍ଥ୍ୟପ୍ରଦ ଖାଦ୍ୟଶସ୍ୟ ମଧ୍ୟ ଉତ୍ପାଦନ ହୋଇପାରିବ। ଏଭଳି ଦୃଷ୍ଟିକୋଣକୁ ନେଇ ବେଙ୍ଗାଲୁରୁର ଇଞ୍ଜିନିୟର ଜୟସୀମା ରାଓ ଏକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ରୋବୋ ନିର୍ମାଣ କରିଛନ୍ତି, ଯାହାଦ୍ୱାରା କମ୍‌ କୀଟନାଶକ ପ୍ରୟୋଗରୁ ଅଧିକ ଫସଲ ଉତ୍ପାଦନ ହେଉଛି। ଏହି ରୋବୋ ଦ୍ୱାରା କୀଟନାଶକ ସ୍ପ୍ରେ ଲାଗି କମ୍‌ କୃଷିଶ୍ରମିକ ଆବଶ୍ୟକ ହେଉଛି। ଏବେ ସୁଦ୍ଧା କର୍ନାଟକ ଓ ମହାରାଷ୍ଟ୍ରରେ ୫୦୦ରୁ ଅଧିକ କୃଷକ ଏହି ପଦ୍ଧତିକୁ ଆପଣାଇଛନ୍ତି। ଷ୍ଟାର୍ଟଅପ୍‌ ନିକୋ ରୋବୋଟିକ୍ସ ଦ୍ୱାରା ଏହି ଏଆଇ ପରିଚାଳିତ ରୋବୋ ନିର୍ମାଣ କରାଯାଉଛି ଓ ଜୟସୀମାଙ୍କ ଦ୍ୱାରା ଗଠିତ ଟିମ୍‌ କୃଷକମାନଙ୍କୁ ଏହାର ବ୍ୟବହାର ସମ୍ପର୍କରେ ପ୍ରଶିକ୍ଷଣ ଦେଉଛନ୍ତି। ଜୟସୀମା ଓ ତାଙ୍କ ଟିମ୍‌ଙ୍କ ତତ୍ତ୍ୱାବଧାନରେ ଏବେ ସୁଦ୍ଧା ୧ ଲକ୍ଷ ଏକର ଜମିରେ କୀଟନାଶକ ସ୍ପ୍ରେ କରାଯାଇସାରିଲାଣି। ତେବେ ଏହି ପଦ୍ଧତିରେ ପରିବେଶ ପ୍ରଦୂଷଣ କମ୍‌ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୈତିକତାକୁ ନା

ପ୍ରତ୍ୟେକ ମା’ବାପା ନିଜ ପିଲାଙ୍କ ପାଇଁ ପ୍ରାର୍ଥନା ଈଶ୍ୱରଙ୍କୁ କରନ୍ତି । ସେମାନେ ସୁସ୍ଥ ସବଳ ହୁଅନ୍ତୁ। ବୁଦ୍ଧିମାନ୍‌ ହୁଅନ୍ତୁ। ଭଲ ପଢ଼ନ୍ତୁ। ଭଲ ଚାକିରି କରନ୍ତୁ।…

ଜନସଂଖ୍ୟା ଓ ବେକାରି ସମସ୍ୟା

ମାନବ ସମ୍ବଳ ହେଉଛି ପୃଥିବୀର ଏକ ଅନନ୍ୟ ବରଦାନ। ମଣିଷ ନିଜର ବୁଦ୍ଧି ବଳରେ ପୃଥିବୀରେ ଥିବା ସମସ୍ତ ପ୍ରାକୃତିକ ସମ୍ବଳର ବର୍ତ୍ତମାନ ଅଧିକାରୀ। କିନ୍ତୁ ପ୍ରାକୃତିକ…

ତିନି ଧର୍ମର ଦକ୍ଷିଣାଭିମୁଖୀ ପ୍ରସାର

ସାଧାରଣତଃ ଆର୍ଯ୍ୟମାନଙ୍କ ଭୂମି ବା ‘ଆର୍ଯ୍ୟାବର୍ତ୍ତକୁ ହିମାଳୟ, ଗଙ୍ଗା ଏବଂ ଯମୁନା ପରିବେଷ୍ଟିତ ଏକ ତ୍ରିଭୁଜାକାର ଅଞ୍ଚଳ ଭାବେ ଦେଖାଯାଉଥିଲା। ଅଶୋକଙ୍କ ସମୟରେ ରଚିତ ପ୍ରାଚୀନ ଧର୍ମଶାସ୍ତ୍ରଗୁଡ଼ିକରୁ…

ଉଦାର ଗଣତନ୍ତ୍ର ପାଇଁ ଭାବନାର ଗୁରୁତ୍ୱ

ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ସମ୍ପ୍ରତି ଜେନ୍‌-ଜି ପିଢ଼ିକୁ ଅତ୍ୟଧିକ ଭାବପ୍ରବଣ ବୋଲି ବର୍ଣ୍ଣନା କରି କହିଥିଲେ ଯେ, ସେମାନେ ପ୍ରାୟତଃ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାକିମ ହେଲାଣି ଡାକମୁନ୍‌ସୀ

ଜଣେ ବୃଦ୍ଧ ବାପାଙ୍କ ଜୁଇ ପାଖରେ ତାଙ୍କ ସନ୍ତାନ ବୋଇଲେ ତାଙ୍କ ବିବାହିତ ତିନି ଝିଅ ଉପସ୍ଥିତ ରହିପାରିଲେ ନାହିଁ। ଯଦିବା ଉପସ୍ଥିତ ହେଲେ ଆଭାସୀ ମାଧ୍ୟମରେ।…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri