Posted inଫୁରସତ

ଏମିତି ଉପାୟରେ ଟଙ୍କା ଗଣୁଛନ୍ତି ବ୍ୟକ୍ତି, ମଇଁଷି କରୁଛି ସାହାଯ୍ୟ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡ଼ିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତି ଟଙ୍କା ଗଣିବା ପାଇଁ ଅଭିନବ ଉପାୟ ଗ୍ରହଣ କରୁଥିବା ଦେଖିବାକୁ ମିଳିଛି। ବ୍ୟକ୍ତି ଜଣଙ୍କ ଟଙ୍କା ଗଣୁଥିବା ବେଳେ ପାଖରେ ବନ୍ଧା ହୋଇଥିବା ମଇଁଷି ପାଟି ନିକଟକୁ ହାତ ନେଉଛନ୍ତି, ପରେ ମଇଁଷିଟି ଜିଭ ଦେଖାଉଛି। ପରେ ବ୍ୟକ୍ତି ଜଣକ ତାହାର ଜିଭରେ ହାତ ମାରି ଟଙ୍କା ଗଣୁଥିବା ଦେଖିବାକୁ ମିଳୁଛି। ଏମିତି କରି ସେ ସବୁତକ ଟଙ୍କା ଗଣି ନେଉଛନ୍ତି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହରିଣ ଭାସି ଯାଉଥିବା ବେଳେ ଦେବଦୂତ ସାଜିଲେ ବ୍ୟକ୍ତି, ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ବର୍ଷକରେ ୩ଗୁଣ ବଢ଼ିଛି ରୋଗୀଙ୍କ ସଂଖ୍ୟା

ଭାରତରେ ପ୍ରତିଦିନ କ୍ୟାନ୍‌ସରରେ ୩୦୦ ଲୋକ ପ୍ରାଣ ହରାଉଛନ୍ତି। ଗତ ଦୁଇ ଦଶନ୍ଧିରେ କ୍ୟାନ୍‌ସର ରୋଗୀଙ୍କ ସଂଖ୍ୟା ଭାରତରେ ଦୁଇ ତୃତୀୟାଂଶରୁ ଅଧିକ ବୃଦ୍ଧି ପାଇଛି।...

ଡ୍ରୋନ୍‌ ସାହାଯ୍ୟରେ ଆଇସ୍‌କ୍ରିମ୍‌ ଡେଲିଭରି: ଏହି ଦୁଇ ସହରରେ ଆରମ୍ଭ ହୋଇଛି ସେବା

ଆକାଶରେ କିମ୍ବା ଘରର ଛାତ ଉପରେ ଡ୍ରୋନ୍‌ ଉଡୁଥିବାର ନିଶ୍ଚିତ ଦେଖିଥିବେ। ଏହି ଡ୍ରୋନ୍‌ ସହାୟତାରେ ଅନେକ ସ୍ଥାନରେ ଗୋପନୀୟ ଫଟୋ ଉଠାଯାଏ। ଏହା ଦ୍ୱାରା...

ବାଥଟବ୍‌ରେ ବାଘ…

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

ବିଶ୍ୱର ସବୁଠାରୁ ମହଙ୍ଗା ଜେଲ୍‌: କଏଦୀଙ୍କ ପାଇଁ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା

ଜେଲ୍‌ର ନାଁ ଶୁଣିଲେ ଆପଣା ଛାଏଁ ମନକୁ ଆସେ ସେଠାକାର ରହିବା ଓ ଖାଇବା କେମିତି ହୋଇଥିବ। ହେଲେ କ୍ୟୁବାରେ ଏମିତି ଏକ ଜେଲ୍‌ ଅଛି...

ପ୍ରେମିକାଙ୍କୁ ମନାଇବା ପାଇଁ ଯବାନ କଲେ ଏମିତି, ଫଟୋ ଭାଇରାଲ

ମସ୍କୋ: ଋଷିୟାନ୍‌ ସେନାର ଜଣେ ଯବାନ ନିଜର ଗାର୍ଲଫ୍ରେଣ୍ଡଙ୍କୁ ମନାଇବା ପାଇଁ ଏମିତି କିଛି କରିଛନ୍ତି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ବାରମ୍ବାର ମନାଇବା ପାଇଁ...

୯୨ ବର୍ଷ ବୟସ୍କ ବୃଦ୍ଧ ୧୫ ବର୍ଷ ଧରି ହଜାରେ ଗରିବଙ୍କୁ ପ୍ରତିଦିନ ରାନ୍ଧି ଖୁଆଉଛନ୍ତି

ରୋମ୍‌,୯।୨: ଇଟାଲୀର ଜଣେ ୯୨ ବର୍ଷ ବୟସ୍କ ବୃଦ୍ଧ ଗତ ୧୫ ବର୍ଷ ଧରି ପ୍ରତିଦିନ ହଜାରେରୁ ଅଧିକ ଗରିବ ଲୋକଙ୍କୁ ହାତରେ ରାନ୍ଧି ଖୁଆଉଛନ୍ତି।...

୭ ବର୍ଷର ଶିଶୁଙ୍କ ୬ ପ୍ୟାକ୍‌ ଆବ୍‌ସ, ଇନ୍‌ଷ୍ଟାଗ୍ରାମରେ ରହିଛନ୍ତି ୪୦ ଲକ୍ଷରୁ ଅଧିକ ଫଲୋଅର୍ସ

ଆଜିର ସମୟରେ ଅଧିକାଂଶ ଲୋକ ଫିଟନେସ୍‌ ପ୍ରତି ଧ୍ୟାନ ଦେଉଛନ୍ତି। ବିଶେଷକରି ଯୁବଗୋଷ୍ଠୀ। ମାତ୍ର ଇରାନର ଜଣେ ୭ ବର୍ଷର ଶିଶୁ ୬ ପ୍ୟାକ୍‌ ଆବ୍‌ସ...

Advertisement
Archives

Model This Week