ଅଢ଼େଇ ଦିନରେ ଦୁଇଗୁଣା ହେଉଛି ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ଲଣ୍ଡନ, ୧୨।୧୨: ବ୍ରିଟେନ୍‌ରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାବୃଦ୍ଧି ପାଇବାରେ ଲାଗିଛି। ପ୍ରତି ଅଢ଼େଇ ଦିନରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହେବାରେ ଲାଗିଛି। ସଂକ୍ରମଣ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଫଳରେ ଲୋକଙ୍କୁ ଟିକା ନେବା ପାଇଁ ବହୁତ ସମୟ ଅପେକ୍ଷା କରିବାକୁ ପଡିଛି।

ଏପରି ପରିସ୍ଥିତିରେ ବୈଜ୍ଞାନିକମାନେ ଚେତାବନୀ ଦେଇଛନ୍ତି ଯେ ଯଦି ଆବଶ୍ୟକ ପ୍ରତିବନ୍ଧକ ଲଗା ନ ଯାଏ, ତେବେ ଆସନ୍ତା ଜାନୁଆରୀରେ ବ୍ରିଟେନ ଓମିକ୍ରନର ଭୟଙ୍କର ଲହରର ସମ୍ମୁଖୀନ ହେବ। ବୈଜ୍ଞାନିକ କହିଛନ୍ତି ୨୦୨୨ ଏପ୍ରିଲ ଶେଷ ସୁଦ୍ଧା ଓମିକ୍ରନ୍‌ ଭାରିଆଣ୍ଟ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୨୫ ହଜାରରୁ ୭୫ ହଜାର ପର୍ଯ୍ୟନ୍ତ ଯାଇପାରେ। ଲଣ୍ଡନ ସ୍କୁଲ ଅଫ ହାଇଜିନ ଆଣ୍ଡ ଟ୍ରପିକାଲ ମେଡିସିନ ପକ୍ଷରୁ ହୋଇଥିବା ସର୍ଭେରେ ଏହା ଉଲ୍ଲେଖ କରାଯାଇଛି।

ତେବେ ଗବେଷଣା ସହ ଜଡିତଥିବା ବିଶେଷଜ୍ଞମାନେ କହିଛନ୍ତି ପରିସ୍ଥିତିକୁ ନେଇ ଅନିଶ୍ଚିତତା ଲାଗି ରହିଛି। ତେବେ ବୁଷ୍ଟର ଡୋଜ ଗ୍ରହଣ କରିବା ଦ୍ୱାରା ଓମିକ୍ରନର ପ୍ରଭାବ କମିବାର ସମ୍ଭାବନା ଥିବା ଗବେଷକ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri