ଚିନ୍ତା ବଢ଼ାଇଲାଣି ମଞ୍ଚେଶ୍ୱର ଅଟାକଳ: ଦୁଇ ଦିନରେ ଚିହ୍ନଟ ହେଲେଣି ୬୧ ଆକ୍ରାନ୍ତ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଗୋଟିଏ ପଟେ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଗୋଟିଏ ସ୍ଥାନରୁ ଅଧିକ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେବା ପ୍ରଶାସନକୁ ଚିନ୍ତାରେ ପକାଇଛି। ଏହି କ୍ରମରେ ମଞ୍ଚେଶ୍ୱରର ଏକ ଅଟାକଳରୁ ଦୁଇ ଦିନରେ ୬୧ଜଣ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଅଟାକଳର ଆଉ ୩୫ କର୍ମଚାରୀଙ୍କ ନମୂନା ପଜିଟିଭ୍‌ ଆସିଛି। ବୁଧବାର ୨୬ଜଣ କର୍ମଚାରୀ କରୋନା ଚିହ୍ନଟ ହୋଇଥିଲେ। ଫଳରେ ଲୋକଙ୍କ ମନରେ ଏକ ପ୍ରକାର ଛନକା ପଶିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇ ଚିଲିକା ସଙ୍କୁଚିତ

ବାଲୁଗାଁ,୧୦।୬(ଡି.ଏନ୍‌.ଏ.) : ଚିଲିକା ହ୍ରଦ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି। ତେବେ ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ସିଡିଏର ବୈମାତୃକ...

ପୋଲିସର ଆକ୍ରୋଶ: ଖବରଦାତାଙ୍କ ଗୋଡ଼ରେ ବେଡ଼ି

ବାଲେଶ୍ୱର ଅଫିସ/ସଜନାଗଡ଼, ୮ା୪(ଡି.ଏନ.ଏ.): ପୋଲିସ ବର୍ବରତାର ଏକ ଉଦାହରଣ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ। ସାମାନ୍ୟ ଘଟଣାକୁ କେନ୍ଦ୍ର କରି ପୋଲିସ...

ଦୁଇ ପଡ଼ୋଶୀ ମହିଳାଙ୍କ କଳି, ଜଣଙ୍କର ଜୀବନ ଗଲା

ରାସଗୋବିନ୍ଦପୁର, ୨୬।୧୧ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନାଠାରୁ ପ୍ରାୟ ୧୩ କି.ମି. ଦୂର ଅମର୍ଦ୍ଦା ପଞ୍ଚାୟତ ଅଧୀନ ବାଉଁଶୁଣି ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ...

ଅଦିନିଆ ରଥଯାତ୍ରାକୁ ନେଇ ଥାନାରେ ଏତଲା

ପୁରୀ ଅଫିସ,୩।୨: ବମ୍ବେରେ ଇସ୍କନ ପକ୍ଷରୁ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର...

କଟକରେ ସର୍ବାଧିକ ଭିକାରି, ଦେବଗଡ଼ ଜିଲାରେ ୩ଜଣ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟରେ ୫,୯୫୦ ଜଣ ଭିକାରି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୧,୦୬୦ଜଣ ଭିକାରି ଅଛନ୍ତି। ସେହିପରି ଗଞ୍ଜାମରେ ୫୪୫, ପୁରୀ...

କରୋନା ସଚେତନତା ସୃଷ୍ଟିକଲେ ଯୁବଗୋଷ୍ଠୀ

ବନ୍ତ,୧୨ା୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ସଖୀପାଟଣା ଗ୍ରାମରେ କରୋନା ଭୂତାଣୁ ପ୍ରତିହତ ପାଇଁ ଚାରିଆଡ଼େ ସଫେଇ ଚାଲିଛି। ୱାର୍ଡ ସଭ୍ୟା ଗୀତାଞ୍ଜଳି ବାରିକଙ୍କ...

କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ହେବ ପାଠପଢ଼ା

ଲଣ୍ଡନ,୨୦।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ୍‌ର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ପାଠପଢ଼ା ହେବ ବୋଲି ଘୋଷଣା କରାଯାଇଛି। ଶିକ୍ଷାର୍ଥୀମାନେ ଏହା ଦ୍ୱାରା ସାମାଜିକ...

ଆଜିଠୁ ୬୯ ରୁଟ୍‌ରେ ‘ମୋ ବସ୍‌’

ଭୁବନେଶ୍ୱର,୧।୧୨(ବ୍ୟୁରୋ): ସୋମବାର ଡିସେମ୍ବର ପହିଲାରୁ ୬୯ ରୁଟ୍‌ରେ ଗଡ଼ିବ ‘ମୋ ବସ୍‌’। ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା ଓ କୋଣାର୍କର ମୋଟ ୭୦ ରୁଟ୍‌ ମଧ୍ୟରୁ...

Advertisement
Archives

Model This Week