ଆମେରିକାରେ କରୋନା ନେଇଛି ୭ ଲକ୍ଷ ମୁଣ୍ଡ, ସାଢ଼େ ୩ ମାସରେ ଲକ୍ଷେରୁ ଅଧିକ…

ଓ୍ବାଶିଂଟନ,୨।୧୦: ଆମେରିକାରେ କରୋନା ମହାମାରୀ ୭ ଲକ୍ଷରୁ ଅଧିକ ଲୋକଙ୍କ ମୁଣ୍ଡ ନେଇଛି। ଗତ ସାଢ଼େ ୩ ମାସ ମଧ୍ୟରେ ସ୍ଥିତି ଅତି ଭୟଙ୍କର ଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛିି। ଏହି ସମୟରେ ଲକ୍ଷେରୁ ଅଧିକ ଲୋକଙ୍କ ମୃତ୍ୟୁ କରୋନା ସଂକ୍ରମଣରେ ଘଟିଛି। ଟିକା ନେଇ ନ ଥିବା ଲୋକଙ୍କ ମଧ୍ୟରେ ମୃତ୍ୟୁ ସଂଖ୍ୟା ବଢୁବାରେ ଲାଗିଛି। ଏହାକୁ ନେଇ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ଦେଶର ୭ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇ ନ ଥିବାରୁ ପ୍ରଶାସନ ଅଡୁଆରେ ପଡ଼ିଛି। ଟିକା ନେବାକୁ ନେଇ ଲୋକଙ୍କ ମଧ୍ୟରେ ସନ୍ଦେହ ଉପୁଜୁ ଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି।

ସେପ୍ଟେମ୍ବରରେ ୯୩ ହଜାରରୁ ଅଧିକ ଲୋକ କରୋନାର ଡେଲ୍ଟା ଭାରିଆଣ୍ଟରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଏବେ ଏହା ୭୫ ହଜାରରେ ପହଞ୍ଚିଛି। ପୂର୍ବରୁ ପ୍ରତିଦିନ ୧ ଲକ୍ଷ ୧୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଥିବାବେଳେ ଗତ ଅଢ଼େଇ ସପ୍ତାହ ଧରି ଏହା କମିବାରେ ଲାଗିଛି।

ସେହିପରି ପୂର୍ବରୁ ସାପ୍ତାହିକ ମୃତୁ ୍ୟସଂଖ୍ୟା ୨୦୦୦ ଥିବାବେଳେ ଏବେ ଏହା ୧୦୦୦କୁ କମିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?