ସିନେଟରେ ସମଲିଙ୍ଗୀ ବିଧେୟକ…

ଓ୍ବାଶିଂଟନ,୧୭।୧୧ : ଆମେରିକାର ଲୋକସଭାରୁ ସମଲିଙ୍ଗୀ ବିବାହ ବିଲକୁ ସୁରୁଖୁରୁରେ ପାସ କରିବା ପରେ ଏହା ବର୍ତ୍ତମାନ ୧୦୦ ସଦସ୍ୟ ବିଶିଷ୍ଟ ସିନେଟରେ ଉପସ୍ଥାପିତ ହୋଇଛି। ବର୍ତ୍ତମାନ ଡେମୋକ୍ରାଟ୍ସର ସମସ୍ତ ୫୦ ସଦସ୍ୟ ଏହା ପାଇଁ ସବୁଜ ସଙ୍କେତ ଦେଇଥିବାରୁ ଏହି ବିଲ ପାସ କରିବାର ଆଶା ବୃଦ୍ଧି ପାଇଛି। ଯଦିଓ ଏହା ସିନେଟର ୬୦ ଜଣ ସଦସ୍ୟଙ୍କ ଭୋଟ ଆବଶ୍ୟକ କରେ, ତଥାପି ଆଶା କରାଯାଉଛି ଯେ ରିପବ୍ଲିକାନ୍ସର ୧୦ ଜଣ ସଦସ୍ୟ ମଧ୍ୟ ସପକ୍ଷରେ ଭୋଟ ଦେବେ।

ଜୁଲାଇ ମାସରେ ଆମେରିକାର ସୁପ୍ରିମକୋର୍ଟଙ୍କ ଗର୍ଭପାତ ଉପରେ ଦିଆଯାଇଥିବା ଅପ୍ରତ୍ୟାଶିତ ନିଷ୍ପତ୍ତି ପରେ ନିମ୍ନ ଗୃହରେ ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବା ପାଇଁ ଏକ ବିଲ ଆଗତ କରାଯାଇଥିଲା। ଯାହା ଗୃହ ଦ୍ୱାରା ଅନୁମୋଦିତ ହୋଇଥିଲା। ଏହି ବିଲ ପାସ ହେବା ପରଠାରୁ ସମଲିଙ୍ଗୀ ସମ୍ପ୍ରଦାୟର ଲୋକମାନେ ଖୁସି ବ୍ୟକ୍ତ କରିଥିଲେ। ଏହି ବିଲ ସପକ୍ଷରେ ଡେମୋକ୍ରାଟଙ୍କ ଦ୍ୱାରା ୨୬୭ ଭୋଟ ଦିଆଯାଇଥିଲା। ଏଥି ସହିତ ରିପବ୍ଲିକାନ ସାଂସଦମାନେ ଏହି ବିଲ ବିରୋଧରେ ୧୫୭ ଭୋଟ ଦେଇଛନ୍ତି। ରିପୋର୍ଟ ଅନୁଯାୟୀ, ୪୭ ଜଣ ରିପବ୍ଲିକାନ ସାଂସଦ ନିମ୍ନ ଗୃହରେ ଏହି ବିଲ ସପକ୍ଷରେ ମତ ଦେଇଛନ୍ତି। ଏଥିସହିତ ୭ ଜଣ ରିପବ୍ଲିକାନ ସାଂସଦ ମେତଦାନରେ ଭାଗ ନେଇ ନାହାଁନ୍ତି। ସର୍ଭେରୁ ଜଣାପଡିଛି ଯେ ଅଧିକାଂଶ ଆମେରିକୀୟ ସମଲିଙ୍ଗୀ ବିବାହକୁ ସମର୍ଥନ କରନ୍ତି କିନ୍ତୁ ଏହା ବିବାଦୀୟ।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri