ଖୁସିରେ ଗଦ୍‌ଗଦ୍‌ କେଜ୍‌ରିଓ୍ବାଲ

ଚଣ୍ଡିଗଡ,୧୦।୩: ପଞ୍ଜାବ ବିଧାନସଭା ନିର୍ବାଚନ ଟ୍ରେଣ୍ଡରେ ଆମ ଆଦମୀ ପାର୍ଟି (ଏଏପି) ଆଗରେ ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ ରାଜ୍ୟରେ ଏଏପି ବହୁମତ ସହ ସରକାର ଗଢିବାକୁ ଯାଉଛି। ଏହି ସଫଳତା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ ଖୁସି ଅଛନ୍ତି॥ ଆମ ଆଦମୀ ପାର୍ଟିକୁ ସମର୍ଥନ କରିଥିବାରୁ ସେ ପଞ୍ଜାବର ଲୋକଙ୍କୁ ଟୁଇଟ୍‌ ଯୋଗେ ଧନ୍ୟବାଦ ଜଣାଇଛନ୍ତି। କେଜ୍‌ରିୱାଲ ପଞ୍ଜାବରେ ଏଏପିର ମୁଖ୍ୟମନ୍ତନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନଙ୍କ ସହ ଏକ ଫଟୋ ଶେୟାର କରି କହିଛନ୍ତି, ଏହି ବିପ୍ଳବ ପାଇଁ ପଞ୍ଜାବବାସୀଙ୍କୁ ଅନେକ ଅନେକ ଅଭିନନ୍ଦନ।
ସୂଚନାଯୋଗ୍ୟ, ପଞ୍ଜାବ ବିଧାନସଭା ନିର୍ବାଚନର ଟ୍ରେଣ୍ଡରେ ଏଏପି ସଂଖ୍ୟାଗରିଷ୍ଠତା ହାସଲ କରିଛି। ପଞ୍ଜାବରେ ଏଏପି ୯୦, କଂଗ୍ରେସ ୧୮, ଅକାଳୀ ଦଳ ୬, ଭାଜପା ୨ ଏବଂ ସ୍ବାଧୀନ ପ୍ରାର୍ଥୀ ୧ ରେ ଆଗରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri