Posted inଜାତୀୟ

୬ ଦେଶର ଯୁଦ୍ଧ କୌଶଳକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ହେଉଛି ଭାରତ, ପାକିସ୍ତାନ-ଚାଇନାର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୧୫।୧୧ : ଯେତେବେଳେ ଆଜେରବାଇଜାନ-ଆର୍ମେନିଆ ଯୁଦ୍ଧ ଆରମ୍ଭ ହେଲା, ପ୍ରତିରକ୍ଷା ବିଶେଷଜ୍ଞମାନେ କହିଥିଲେ ଏହା ଦୁଇଟି ଛୋଟ ଦେଶ ମଧ୍ୟରେ ଲଢ଼େଇ ଏବଂ ଉଭୟ ଏହାକୁ ନିଜ ମଧ୍ୟରେ ସମାଧାନ କରିବେ। ଏହାର ଫଳାଫଳ ହେଲା ସୁନ୍ଦର ଉପତ୍ୟକା ଥିବା ଆଜେରବାଇଜାନର ଅର୍ଥନୀତି ସମ୍ପୂର୍ଣ୍ଣ ରୂପେ ଭୁଶୁଡି ପଡିଥିଲା। ଏଥିସହିତ ଆର୍ମେନିଆ ସୈନ୍ୟମାନେ ଅସ୍ତ୍ରଶସ୍ତ୍ରରୁ ଓ ଗୁଳିଗୋଳା ଅଭାବର ସମ୍ମୁଖୀନ ହୋଇଥିଲେ। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ମଧ୍ୟ ଦୁଇ ଦେଶ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ। ଆଜି ଏକ ବର୍ଷରୁ ଅଧିକ ସମୟ ବିତିଗଲାଣି କିନ୍ତୁ ଦୁଇ ଦେଶ ମଧ୍ୟରୁ କେହି ନଇଁ ବାକୁ ପ୍ରସ୍ତୁତ ନୁହଁନ୍ତି।

ଏହାକୁ ଦୃଷ୍ଟିରେ ରଖି ପ୍ରତିରକ୍ଷା ବିଶେଷଜ୍ଞମାନେ ତୃତୀୟ ବିଶ୍ୱଯୁଦ୍ଧର ଭୟ ମଧ୍ୟ ପ୍ରକାଶ କରିଥିଲେ। ଏହି ସମୟରେ ଇସ୍ରାଏଲ ଏବଂ ହମାସ ମୁହାଁମୁହିଁ ହୋଇଛନ୍ତି। ଏହି ୬ଟି ଦେଶର ଯୁଦ୍ଧ କୌଶଳକୁ ଦୃଷ୍ଟିରେ ରଖି ଭାରତୀୟ ସେନା ମଧ୍ୟ ଏକ ଭିନ୍ନ ରଣନୀତି ଉପରେ କାମ ଆରମ୍ଭ କରିଛନ୍ତି। ତେବେ ଭାରତୀୟ ସେନାର ରଣନୀତି ନେଇ ଚାଇନା ଏବଂ ପାକିସ୍ତାନର ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri