Posted inଜାତୀୟ

ପଶ୍ଚିମବଙ୍ଗରେ ଭାଜପା କର୍ମୀଙ୍କୁ ଘରେ ପଶି ଆକ୍ରମଣ

କୋଲକତା,୨୮।୨: ପଶ୍ଚିମବଙ୍ଗ ନିର୍ବାଚନରେ ରକ୍ତପାତ ହେବାର ସମ୍ଭାବନା ସତ ପ୍ରମାଣିତ ହେବାରେ ଲାଗିଛି। ରାଜ୍ୟର ଉତ୍ତର ୨୪ ପରଗଣା ଜିଲାରେ ଜଣେ ଭାଜପା ନେତାଙ୍କୁ ଘରେ ପଶି ଆକ୍ରମଣ କରାଯାଇଛି। ଭାଜପା କାର୍ଯ୍ୟକର୍ତ୍ତା ଗୋପାଳ ମଜୁମଦାର ଅଭିଯୋଗ କରିଛନ୍ତି ଯେ ତିନିଜଣ ତୃଣମୂଳ କାର୍ଯ୍ୟକର୍ତ୍ତା ତାଙ୍କ ଉପରେ ଆକ୍ରମଣ କରିଥିଲେ। ସେମାନେ ମୋତେ ଏବଂ ମା’ଙ୍କୁ ଅତି ନିର୍ମମ ଭାବରେ ପିଟିଥିଲେ। ଏହି ଘଟଣା ଫେବୃୟାରୀ ୨୭ରେ ଘଟିଥିଲା। ଏହି ମାମଲାରେ ପୋଲିସ ଏକ ମାମଲା ରୁଜୁ କରିଛି। ମଜୁମଦାର ଆହୁରି ମଧ୍ୟ କହିଛନ୍ତି ଯେ ତୃଣମୂଳ କଂଗ୍ରେସର କାର୍ଯ୍ୟକର୍ତ୍ତାମାନେ ମୋ ମୁଣ୍ଡ ଏବଂ ବେକ ଉପରେ ଆକ୍ରମଣ କରି ମୋତେ ପିଟିଥିଲେ। ଚାପୁଡ଼ା ମଧ୍ୟ ମାରିଥିଲେ। ଏଥିରେ ମୁଁ ଅତ୍ୟନ୍ତ ଭୟଭୀତ ହୋଇଯାଇଥିଲି। ସେମାନେ ମୋତେ ଏହା ବିଷୟରେ କାହାକୁ ନ ଜଣାଇବାକୁ ମଧ୍ୟ ଧମକ ଦେଇଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ପ୍ରାଣ ହରାଇଲେ ବିଚାରପତି

ଭୋପାଳ,୩।୪: ଏକ ସଡ଼କ ଦୁର୍ଘଟଣାରେ ମଧ୍ୟପ୍ରଦେଶ ଛତ୍ରପୁର ଜିଲା ଅଦାଲତର ବିଚାରପତିଙ୍କ ମୃତ୍ୟୁ ଘଟିଛି। ଏଥିରେ ତାଙ୍କର ସହକର୍ମୀ ଓ ଅନ୍ୟ ଜଣେ ଗୁରୁତର ଆହତ...

ବିପଦ ଉପରେ ବିପଦ: ସକାଳୁ ସକାଳୁ ଥରିଲା ଆସାମ…

ଗୁଆହାଟି,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ବିପଦ ଉପରେ ପୁଣି ବିପଦ ମାଡ଼ି ଆସିଲି। ଆସାମ ସୋନିତ୍‌ପୁରରେ ବୁଧବାର ୭ଟା...

ଏଏପିରେ ମିଶିଲେ ୨ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୪ା୧(ପି.ଟି.)- ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଏଏପି ନିଜ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ସୋମବାର ୨ କଂଗ୍ରେସ ନେତା ରାମ୍‌ ସିଂ ନେତାଜୀ...

କଂଗ୍ରେସରେ ଯୋଗଦାନକୁ କେସିଆର୍‌ ଝିଅଙ୍କ ଖଣ୍ଡନ

ହାଇଦ୍ରାବାଦ,୧୯।୧୧: କଂଗ୍ରେସରେ ଯୋଗଦାନ ଖବରକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ତଥା ଟିଆର୍‌ଏସ୍‌ ବିଧାନ ପରିଷଦ ସଦସ୍ୟା କେ. କବିତା ଖଣ୍ଡନ କରିଛନ୍ତି।...

୧୭୫ ବର୍ଷର ପୁରୁଣା ସ୍କୁଲ, ଯେଉଁଠି ଏବେ ବି ଗାନ୍ଧୀ ଟୋପି ପିନ୍ଧି ପଢୁଛନ୍ତି ଛାତ୍ର

ଭୋପାଳ, ୨୯।୯:ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିଟି ଜିନିଷକୁ ସାଇତି ରଖିବା ପାଇଁ ସବୁବେଳେ ପ୍ରଚେଷ୍ଟା ହୋଇଆସିଛି। ସେ ଟୋପି ହେଉ ଅବା ସେ ବ୍ୟବହାର...

କାମ କରୁନାହିଁ କି ଉଦ୍ଧବଙ୍କ ଅପିଲ, ଆଉ ୭ ବିଧାୟକ ଅସନ୍ତୁଷ୍ଟ

ମୁମ୍ବାଇ,୨୩ ।୬: ମହାରାଷ୍ଟ୍ରର ଉଦ୍ଧବ ସରକାରଙ୍କ ସମସ୍ୟା ବଢିବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଅପିଲ ପରେ ବି ଶିବସେନା ବିଧାୟକଙ୍କ ପଳାୟନ ଜାରି...

ମହାରାଷ୍ଟ୍ର ରାଜନୀତି: ଉଦ୍ଧବଙ୍କ ହାତରେ କ୍ଷମତା ରିମୋର୍ଟ କଣ୍ଟ୍ରୋଲ; କହିଲା ଶିବସେନା

ମୁମ୍ବାଇ,୨୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଏବେ ସରକାର ଗଠନ ପାଇଁ ଭାଜପା-ଶିବସେନା ମଧ୍ୟରେ ଛକାପଞ୍ଝା ଜାରି ରହିଛି। ତେବେ ଉଦ୍ଧବ ଠାକ୍‌ରେଙ୍କ ହାତରେ କ୍ଷମତା...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ଯବାନ ଶହୀଦ

ପୁଞ୍ଚ,୧୦।୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖା ନିକଟରେ ଶୁକ୍ରବାର ପାକିସ୍ତାନ ବହୁ ପରିମାଣରେ ଗୁଳିଗୋଳା ବର୍ଷଣ କରିଥିଲା। ପୁଞ୍ଚ ଜିଲାର ଗୁଲପୁର ସେକ୍ଟରରେ ହୋଇଥିବା ମୋର୍ଟାର ମାଡରେ...

Advertisement
Archives

Model This Week