Advertisement

ପଶ୍ଚିମବଙ୍ଗରେ ପ୍ରତି ସପ୍ତାହରେ ୨ଦିନ ହେବ ପୂର୍ଣ୍ଣ ଲକ୍‌ଡାଉନ

କୋଲକାତା,୨୦।୭: କରୋନା ଭାଇରସ୍‌ ସଂକ୍ରମଣ ସାରା ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପଶ୍ଚିମବଙ୍ଗରେ ମହାମାରୀ କରୋନା ଭୟାବହ ରୂପ ନେବାରେ ଲାଗିଛି। ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ପ୍ରତି ସପ୍ତାହରେ ୨ ଦିନ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଗୁରୁବାର ଓ ଶନିବାର ୨ଦିନ ପୂର୍ଣ୍ଣ ଲକ୍‌ଡାଉନ କରିବାକୁ ସୋମବାର ମମତା ବାନାର୍ଜୀ ଘୋଷଣା କରିଛନ୍ତି। ଏହି ସମୟରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଓ ଜରୁରୀ କାର୍ଯ୍ୟକୁ ଛାଡ଼ିଦେଲେ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଅନାବଶ୍ୟକ କାର୍ଯ୍ୟକଳାପ, ସମାରୋହ ଏବଂ ସମସ୍ତ ଦୋକାନ ବଜାର ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଦର ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୬ ବର୍ଷୀୟ ଶିଶୁ

ନୂଆଦିଲ୍ଲୀ, ୨ା୮:ସମ୍ପ୍ରତି ଦେଶରେ ଅତ୍ୟବଶ୍ୟକ ସାମଗ୍ରୀର ଦରଦାମ୍‌ ହୁ ହୁ ହୋଇ ବଢ଼ିଚାଲିଛି। ମୂଲ୍ୟବୃଦ୍ଧି ଯୋଗୁ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ପାର୍ଲାମେଣ୍ଟ ଅଧିବେଶନରେ ବିରୋଧୀ ଏହା...

କର୍ନାଟକରେ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସା: ୧୮ ଗିରଫ

ବାଙ୍ଗାଲୋର, ୭ା୭: ପୂର୍ବଶତ୍ରୁତାକୁ କେନ୍ଦ୍ର କରି କର୍ନାଟକର କେରୁର ଜିଲାରେ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସାକାଣ୍ଡ ଘଟିଛି। ହିଂସାକାଣ୍ଡରେ ୩ ଜଣ ଆହତ ହୋଇଥିବା ବେଳେ...

ଆଜି ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ସାରାରାତି ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୬।୯ : ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ପାକିସ୍ତାନ ବାରମ୍ବାର ଏଠାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ରବିବାର ରାତିରେ ପାକିସ୍ତାନ...

ଭୁବନେଶ୍ୱରର ବ୍ଳୁ ହୁଇଲ୍‌ ହସ୍ପିଟାଲ୍‌ ସିଲ୍‌

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜଧାନୀ ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବ୍ଲୁ ହୁଇଲ୍‌ ହସ୍ପିଟାଲକୁ ବୁଧବାର ସିଲ୍‌ କରିଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ହସ୍ପିଟାଲକୁ ବିଏମ୍‌ସି ପକ୍ଷରୁ...

ସ୍ବାଧୀନତା ସଂଗ୍ରାମୀ ଭଗତ ସିଂଙ୍କ ନାମରେ ନାମିତ ହେବ ଦିଲ୍ଲୀର ସୈନିକ ସ୍କୁଲ୍‌

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦିଲ୍ଲୀରେ ପ୍ରସ୍ତାବିତ ସୈନିକ ସ୍କୁଲ୍‌ର ନାମ ଶହିଦ ଭଗତ ସିଂଙ୍କ ନାମରେ ରଖିବାକୁ ମଙ୍ଗଳବାର ଘୋଷଣା କରିଛନ୍ତି। ଝରୋଡା...

ସିଏଏ ବିରୋଧରେ ଆର୍‌ଜେଡିର ବିକ୍ଷୋଭ ପ୍ରଦର୍ଶନ: ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ପାଟନା,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଜାରି ରହିଥିବା ବିକ୍ଷୋଭ ଉତ୍ତରପ୍ରଦେଶ, ଗୁଜରାଟ, ଦିଲ୍ଲୀ, କର୍ନାଟକ, ଆସାମ ପରେ ଏବେ ବିହାରରେ ଏହାର ନିଆଁ ତେଜିବାରେ...

ଗୁରୁବାର ଭାଜପାରେ ସାମିଲ୍‌ ହେବେ ୧୭ ଅଯୋଗ୍ୟ ଘୋଷିତ ବିଧାୟକ

ବେଙ୍ଗାଲୁରୁ,୧୩।୧୧: ଗୁରୁବାର ଭାଜପାରେ କର୍ନାଟକ ବିଧାନସଭାର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ସାମିଲ୍‌ ହେବେ। ସେମାନେ ଡିସେମ୍ବର ୫ରେ ହେବାକୁଥିବା ଉପନିର୍ବାଚନରେ ଲଢ଼ିପାରିବା ନେଇ ବୁଧବାର...

Advertisement
Archives

Model This Week