ବିଜେଡି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ: ବିଜୁବାବୁଙ୍କୁ ପୁଷ୍ପମାଲ୍ୟ ଅର୍ପଣ କଲେ ନେତା-କର୍ମୀ

ଗଞ୍ଜାମ,୨୬।୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ବିଜେଡି ପକ୍ଷରୁ ୨୮ତମ ପ୍ରତିଷ୍ଠା ଉତ୍ସବ ଗୁରୁବାର ପାଳିତ ହୋଇଛି। ଏହି ଅବସରରେ ସାମନ୍ତରା ସାହି ଷ୍ଟେଶନ ରୋଡ଼ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ନେତା ଓ କର୍ମୀ। ଏନଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀଙ୍କ ନେତୃତ୍ୱରେ ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡା ନୀଳାଞ୍ଚଳ ବାରିକ, ସୁଦାମ ଚରଣ ଜେନା, ନିରଞ୍ଜନ ପରିଡା, ରଙ୍କନାଥ ପଲେଇ, ସନା ବେହେରା, ପପି ମଂହଙ୍ଗୁଡ଼, କାଉନ୍ସିଲରଙ୍କ ସମେତ ଶତାଧିକ ଦଳୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ। ୧୦ ନମ୍ବର ସୁଜାତା ମହାନ୍ତି,୮ ନମ୍ବର ମହାଲକ୍ଷ୍ମୀ ନାୟକ,୫ ନମ୍ବର ସଂଯୁକ୍ତା ଦାସ ୪ ନମ୍ବର. ସବିତା ବେହେରା, ବିଜୁବାବୁ ଅମର ରହେ, ନବୀନ ପଟ୍ଟନାୟକ ଜିନ୍ଦାବାଦ, ବିଜେଡି ଜିନ୍ଦାବାଦରେ ସହର ପ୍ରକମ୍ପିତ ହୋଇ ଉଠିଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri