ଉପାନ୍ତ ଅଞ୍ଚଳରେ ନବନର୍ମିତ ସରକାରୀ ସ୍ନାତକ ମହାବିଦ୍ୟାଳୟ ଶିକ୍ଷାକ୍ଷେତ୍ରରେ ଆଣିବ ବିପ୍ଳବ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୯ା୮: ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ୮ ଜିଲାରେ ୧୪ଟି ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟର ଉଦ୍‌ଘାଟନ କରାଯାଇଛି। ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ।

ମୟୂରଭଞ୍ଜ ଜିଲାର ତିରିଙ୍ଗ, କଳାହାଣ୍ଡିର ଥୁଆମୂଳ ରାମପୁର, ସୁନ୍ଦରଗଡ଼ର ଗୁରୁଣ୍ଡିଆ ଓ ନୂଆଗାଁ, କୋରାପୁଟର ବନ୍ଧୁଗାଁ ଓ ନାରାୟଣପାଟଣା, ନବରଙ୍ଗପୁରର ଝରିଗାଁ, କୋସାଗୁମୁଡ଼, ରାଇଘର ଓ ତେନ୍ତୁଳିଖୁଣ୍ଟି, ରାୟଗଡ଼ାର କାଶୀପୁର ଓ ରମଣଗୁଡା, ଗଞ୍ଜାମ ଜିଲାର ଧରାକୋଟ ଓ କନ୍ଧମାଳ ଜିଲାର ଖଜୁରୀପଦା ଆଦି ଅଞ୍ଚଳରେ ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟର ଉଦ୍‌ଘାଟନ ହୋଇଛି।

ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ, ଶିକ୍ଷା ହିଁ କେବେଳ ସେହି ମାଧ୍ୟମ, ଯାହାଦ୍ୱାରା ଯୁବବର୍ଗମାନେ ନିଜକୁ ସଶକ୍ତ କରିବା ସହ ସମାଜରେ ପରିବର୍ତ୍ତନ ଆଣିପାରିବେ। ଉପାନ୍ତ ଅଞ୍ଚଳରେ ନବନିର୍ମିତ ଏହି ୧୪ଟି ସରକାରୀ ସ୍ନାତକ ମହାବିଦ୍ୟାଳୟ ଶିକ୍ଷାକ୍ଷେତ୍ରରେ ନିଶ୍ଚିତ ରୂପେ ବିପ୍ଳବ ଆଣିବ। ଏଥିସହିତ ଛାତ୍ରୀଛାତ୍ରଙ୍କର ଉଚ୍ଚଶିକ୍ଷା ପ୍ରତି ଆଗ୍ରହ ବଢ଼ିବା ସହିତ ଡ୍ରପ୍‌ଆଉଟ୍‌ ପ୍ରତିଶତ ହ୍ରାସ ପାଇବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri