ରାଇକିଆରେ ହେବ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା :ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ନେଇ ବସିଲା…

ରାଇକିଆ,୧୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ସତ୍ୟବାନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହରବାସୀଙ୍କ ଉପସ୍ଥିତିରେ ଏହାର ଆୟୋଜନ ନେଇ ଆଲୋଚନା କରଯାଇଥିଲା । ମାର୍ଚ୍ଚ ୪ ତାରିଖରୁ ଏକ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବାବେଳେ କଳସ ଯାତ୍ରା, ବନଯାଗ, ରତ୍ନମୁଦ ପ୍ରତିଷ୍ଠା, ପଞ୍ଚଯଜ୍ଞ, ରତ୍ନ ସିଂହାସନାରୋହଣ, ଭ୍ରମଣ, ପୂର୍ଣ୍ଣାହୂତି, ଭାଗବତ ସପ୍ତାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହାର ସଫଳ ଆୟୋଜନ ପାଇଁ ମତାମତ ନିଆ ଯାଇଥିଲା । ପୂର୍ବତନ ବିଧାୟକ ମନୋଜ ପ୍ରଧାନ, ସମ୍ପାଦକ ବାଇନଥ ଦାସ, ଯୁଗ୍ମ ସମ୍ପାଦକ ସଂତୋଷ ଲେଙ୍କା, ବଣିକ ସଂଘ ସଭାପତି ପଦ୍ମ ଚରଣ ପଣ୍ଡା, ସମ୍ପାଦକ ଦୁର୍ଯୋଧନ ଲେଙ୍କା, କୋଷାଧ୍ୟକ୍ଷ ସନ୍ତୋଷ ପଣ୍ଡାଙ୍କ ସମେତ ପରିଚାଳନା କମିଟି ସଦସ୍ୟମାନେ ଉପସ୍ଥିତଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri