Posted inଜାତୀୟ

ଦିବ୍ରୁଗଡ଼ର ସିଆରପିଏଫ୍‌ କ୍ୟାମ୍ପରେ ପଶିଲା ବନ୍ୟା ପାଣି

ଦିବ୍ରୁଗଡ଼,୨।୭: ଦେଶର ଉତ୍ତର-ପୂର୍ବ ରାଜ୍ୟ ଆସାମରେ ଗତ କିଛି ଦିନରୁ ପ୍ରବଳ ବର୍ଷା ଯୋଗୁ ଅନେକ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୨୬ଟି ଜିଲାରେ ୩୧.୫୪ ଲକ୍ଷରୁ ଅଧିକ ଲୋକ ବନ୍ୟା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ବନ୍ୟା ଯୋଗୁ ୧୭୩ଜଣଙ୍କ ମୃତ୍ୟୁ ହୋଇଛି। ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସେନା ଏବଂ ପାରାମିଲିଟାରୀ ଫୋର୍ସ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଇତିମଧ୍ୟରେ ଲଗାତାର ବର୍ଷା ଯୋଗୁ ଆସାମର ଦିବ୍ରୁଗଡରେ ଥିବା ସିଆରପିଏଫ୍‌ କ୍ୟାମ୍ପରେ ବନ୍ୟାପାଣି ପଶିଯାଇଥିବା ଦେଖିବାକୁ ମିଳିଛି। ସୁଚନା ମୁତାବକ, ଗୁରୁବାର ରାତିରେ ଲଗାତାର ବର୍ଷା ଯୋଗୁ ଦିବ୍ରୁଗଡ ସହରର ୧୭୧ ବାଟାଲିୟନର ସିଆରପିଏଫ୍‌ ବ୍ୟାରେଜ ଏବଂ ବ୍ୟାଟାଲିୟନର କାର୍ଯ୍ୟାଳୟରେ ପାଣି ଭର୍ତ୍ତି ହୋଇଯାଇଥିଲା। ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ହେତୁ ସମସ୍ତଙ୍କୁ ସତର୍କତା ଦୃଷ୍ଟିରୁ ଯବାନଙ୍କୁ ଶୁକ୍ରବାର କ୍ୟାମ୍ପ ଛାଡି ଅନ୍ୟତ୍ର ଯିବାକୁ ପଡ଼ିଛି ବୋଲି ସିଆରପିଏଫ୍‌ ୧୭୧ ବାଟାଲିଅନର ଇନ୍ସପେକ୍ଟର ଅରବିନ୍ଦ କୁମାର ତିୱାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri