ଶ୍ରୀମନ୍ଦିର ଭୋଗ ମଣ୍ଡପରେ ଅଘଟଣ: ଗରମ ଡାଲି ପଡ଼ି ୭ ଭକ୍ତ ଆହତ

ପୁରୀ,୮।୬: ପୁରୀ ଶ୍ରୀମନ୍ଦିର ଭୋଗ ମଣ୍ଡପରେ ରବିବାର ଏକ ଅଘଟଣ ଘଟିଛି। ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତ ହୋଇଥିବା ସମସ୍ତ ଭକ୍ତ ନୟାଗଡ଼ ଅଞ୍ଚଳର ବୋଲି ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ଭୋଗ ମଣ୍ଡପ ଉଠିବା ପରେ ବୋଝିଆଙ୍କୁ ଅସାବଧାନତାରୁ ଏହି ଅଘଟଣ ଘଟିଛି। ବୋଝିଆ ଗରମ ଡାଲି ନେଲା ବେଳେ ଭକ୍ତଙ୍କ ଉପରେ ପଡ଼ିଯାଇଥିଲା। ଫଳରେ ୭ଜଣ ଭକ୍ତ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଧୋକା ଦେବା ତୁର୍କୀକୁ ପଡ଼ିଲା ମହଙ୍ଗା: ଲାଗିଲା ଜୋରଦାର୍‌ ଝଟ୍‌କା

ନୂଆଦିଲ୍ଲୀ,୨୫।୬: ଭାରତକୁ ଧୋକା ଦେବା ପାଇଁ ତୁର୍କୀକୁ ମହଙ୍ଗା ପଡିଛି। ଭାରତୀୟ ପର୍ଯ୍ୟଟକଙ୍କ କ୍ରୋଧ ଏବଂ ସୋସିଆଲ ମିଡିଆରେ ବୟକଟ ଅଭିଯାନ ଯୋଗୁ ତୁର୍କୀର ପର୍ଯ୍ୟଟନ...

ପ୍ରେମିକାଙ୍କ ମୃତ୍ୟୁପରେ ପ୍ରଥମ ଥର ମୁହଁ ଖୋଲିଲେ ଲବ: କହୁକହୁ କହିଦେଲେ …

ଭୁବନେଶ୍ୱର,୨୫।୬: ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା ବାନ୍ଧବୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦ ଘେରକୁ ଆସିଥିଲେ। ବିପାଦ ପରେ ପ୍ରଥମ ଥର ସେ ମୁହଁ ଖୋଲିଛନ୍ତି। ।...

ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ) ବିଶ୍ୱନାଥ ନିଲାନମ୍ବର୍‌ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ...

୪୦୦ କେ.ଜି. ୟୁରାନିୟମ ଗଲା କୁଆଡେ, ଏବେ ହେବ କ’ଣ: ଚିନ୍ତାରେ ଆମେରିକା

ଓ୍ବାଶିଂଟନ,୨୫ା୬:ଇରାନର ୩ ନ୍ୟୁକ୍ଲିୟର ଫାସିଲିଟି ଉପରେ ଆମେରିକା ୬ଟି ବଙ୍କର ବଷ୍ଟର ବୋମା ପକାଇବା ପରେ ଏହାର ୪୦୦ କିଲୋଗ୍ରାମ ୟୁରାନିୟମର ହିସାବ ମିଳୁନାହିଁ। ଏହି...

ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର...

ବାସହୀନଙ୍କୁ ଜମି ଦେବେ ସରକାର: ଡିସେମ୍ବର ୩୧ ସୁଦ୍ଧା ଚିହ୍ନଟ ପାଇଁ ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫ା୬ (ରବିନାରାୟଣ ଜେନା):ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ। ଏହି ଲକ୍ଷ୍ୟ ନେଇ ରାଜସ୍ବ ବିଭାଗ ପକ୍ଷରୁ ଏବେ ସ୍ବତନ୍ତ୍ର ପଦକ୍ଷେପ...

ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ

ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍‌ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ...

ଚୋରାଚାଲାଣ ହେଉଥିଲା କାଠ: ମାଡ଼ିବସିଲା ବନବିଭାଗ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନବିଭାଗ କର୍ମଚାରୀ ବୃନ୍ଦ ଜକର ପଞ୍ଚାୟତ ତେଣ୍ଟୁଆପଡା ଚୈତନ୍ୟ ପ୍ରସାଦ ଗ୍ରାମ ରାସ୍ତାରେ ଏକ କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri