କଟକ ଅଫିସ,୨୧।୯-କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ। ଅଗ୍ନିଶମ ଓ ବିଦ୍ୟୁତ୍ ବିଭାଗ ମିଳିତ ଭାବେ ତଦନ୍ତ କରି ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
କଟକ ଅଫିସ,୨୧।୯-କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ। ଅଗ୍ନିଶମ ଓ ବିଦ୍ୟୁତ୍ ବିଭାଗ ମିଳିତ ଭାବେ ତଦନ୍ତ କରି ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…
ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…
ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…
ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…
କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍ ଅନୁଯାୟୀ ସବୁ ପ୍ରକାର…
ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…
ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…