କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ ଅଫିସ,୨୧।୯-କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ। ଅଗ୍ନିଶମ ଓ ବିଦ୍ୟୁତ୍‌ ବିଭାଗ ମିଳିତ ଭାବେ ତଦନ୍ତ କରି ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।