କାମାକ୍ଷାନଗର ବାର୍‌ ଆସୋସିଏଶନ୍‌ ନିର୍ବାଚନ ମାମଲା: ବାର୍‌ ସଭାପତି, ନିର୍ବାଚନ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

କଟକ,୧୨ା୧ (କାର୍ତ୍ତିକ ସାହୁ)- ଢେଙ୍କାନାଳ ଜିଲା କାମାକ୍ଷାନଗର ବାର୍‌ ଆସୋସିଏଶନ୍‌ ନିର୍ବାଚନ ମାମଲାରେ ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ବାର୍‌ ସଭାପତି ଧର୍ମାନନ୍ଦ ମଲ୍ଲିକ ଓ ନିର୍ବାଚନ ଅଧିକାରୀ ପ୍ରଭାସ ରଞ୍ଜନ ମିଶ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ସଭାପତି ମଲ୍ଲିକ ବେନିୟମ ଭାବେ ବାର୍‌ ଆସୋସିଏଶନ୍‌ କାର୍ଯ୍ୟାଳୟକୁ ତାଲା ପକାଇ ରଖିଥିବାରୁ ୨୪ ଘଣ୍ଟା ମଧ୍ୟରେ ତାଲା ଖୋଲି ଅଫିସ୍‌ କାର୍ଯ୍ୟ ସୁଚାରୁରୂପେ ପରିଚାଳନା କରାଇବାରେ ସାହାଯ୍ୟ କରନ୍ତୁ ବୋଲି ଆଦେଶ ଦିଆଯାଇଛି। ଏଥିସହ ଉଭୟଙ୍କ ବିରୋଧରେ କାହିଁକି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ ସେନେଇ ୧୫ ଦିନ ମଧ୍ୟରେ କାରଣ ଦର୍ଶାଅ ନୋଟିସ୍‌ର ଜବାବ ରଖିବାକୁ ରାଜ୍ୟ ଆଇନଜୀବୀ ପରିଷଦର ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ୱିବେଦୀ ଶୁକ୍ରବାର ଆଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri