ଚାଲି ଚାଲି ପରୀକ୍ଷା ଦେବାକୁ ଯିବା ଘଟଣା: ତଦନ୍ତ କଲା ବ୍ଲକ ଶିକ୍ଷା ବିଭାଗ

ମୋରଡ଼ା,୧୪।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଚତୁର୍ଥ, ପଞ୍ଚମ ଏବଂ ଷଷ୍ଠ ଶ୍ରେଣୀର ୯୦ଜଣ ଛାତ୍ରୀ ୬ କିଲୋମିଟର ଚାଲି ଚାଲି ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ବାରମାଇଲସ୍ଥିତ ଉପେନ୍ଦ୍ରନାଥ ଘୋଷ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯାଇଥିଲେ। ଏହି ସଂକ୍ରାନ୍ତରେ ଏକ ଖବର ଧରିତ୍ରୀରେ ଗତ ୧୨ ତାରିଖରେ ପ୍ରକାଶ ପାଇଥିଲା। ଖବର ପ୍ରକାଶ ପରେ ବ୍ଲକ ଶିକ୍ଷା ବିଭାଗ ତଦନ୍ତ କରି ଜଲା ଶିକ୍ଷା ବିଭାଗକୁ ରିପୋର୍ଟ ପ୍ରଦାନ କରିଥିବା ଜଣାପଡ଼ିଛି l

ଜିଲା ଶିକ୍ଷା ଅଧିକାରୀ ମୋରଡ଼ା ବ୍ଲକ ବିଇଓଙ୍କୁ ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଦୁଇଜଣ ଏବିଇଓ ଘଟଣାର ତଦନ୍ତ ପରେ ରିପୋର୍ଟ ପ୍ରଦାନ କରିଥିବା ବିଇଓ ମନମୋହନ ହେମ୍ବ୍ରମ ପ୍ରକାଶ କରିଛନ୍ତି। ତଦନ୍ତରେ ଛାତ୍ରୀମାନେ କେନାଲ ରାସ୍ତାରେ ଚାଲିଚାଲି ପରୀକ୍ଷା ଦେବାକୁ ଯିବା ଘଟଣା ସତ ପ୍ରମାଣିତ ହୋଇଥିବା ବିଇଓ ହେମ୍ବ୍ରମ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri