ମହାଶିବରାତ୍ରିରେ ଅଘଟଣ: ଯୁବକଙ୍କୁ ମାରି ଫିଙ୍ଗିଦେଲେ

ବାଲେଶ୍ବର, ୨୬।୨(ବାଞ୍ଛାନିଧି ଦେ): ମହାଶିବରାତ୍ରିରେ ଘଟିଛି ଏକ ଅଭାବନୀୟ ଘଟଣା l ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅମର୍ଦ୍ଦାରୋଡ଼ ଫାଣ୍ଡି ଅନ୍ତର୍ଗତ ଇନ୍ଦିରା ଛକ ନିକଟରୁ ବୁଧବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି ପୋଲିସ l ସକାଳେ ଜାତୀୟ ରାଜପଥ ପାଶର୍‌ବରେ ଯୁବକର ରକ୍ତାକ୍ତ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ବସ୍ତା ଥାନା ପୋଲିସକୁ ଖବର ଦେଇ ଥିଲେ l ଖବର ପାଇ ବସ୍ତା ଥାନା ଓ ଅମର୍ଦ୍ଦା ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l ମୃତଦେହ ନିକଟରୁ ଗୋଟିଏ ମୋବାଇଲ ଏବଂ ବ୍ୟାଙ୍କ ଜମା ରସିଦ ଜବତ ହୋଇଛି l ତେବେ ମୃତ ଯୁବକର ସଠିକ ପରିଚୟ ମିଳି ନ ଥିବା ବେଳେ ଏହା ହତ୍ୟାକାଣ୍ତ ବୋଲି ଅନୁମାନ କରାଯାଉଛି l ଯୁବକଙ୍କ ଶରୀରରେ ବହୁ କ୍ଷତ ଚିହ୍ନ ରହିଥିବା ଦେଖିବାକୁ ମିଳିଛି l ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ପୋଲିସ ପକ୍ଷରୁ ଛାନଭିନ୍‌ ଆରମ୍ଭ ହୋଇଛି l ବ୍ୟବଛେଦ ପାଇଁ ବସ୍ତା ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରକୁ ମୃତଦେହ ନିଆଯାଇଛି l

 


Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri