ବାକି ଟଙ୍କା ମାଗିବାକୁ ନେଇ ତୁମୁଳକାଣ୍ଡ: ଚାଲିଗଲା ଜଣଙ୍କ ଜୀବନ

ଖଇରା,୨୬/୬(ଉତ୍କଳବନ୍ଧୁ ପଣ୍ଡା)ବାଲେଶ୍ବର ଜିଲା ଅନ୍ତର୍ଗତ ଖଇରା ବଜାର ଠାରୁ ଅନତିଦୁରରେ ଭୋଜି ବେଳେ ପୁରୁଣା ଟଙ୍କା ଦିଆନିଆକୁ ନେଇ ପ୍ରଥମେ ପାଟିତୁଣ୍ଡ ଓ ପରେ ଠେଲାପେଲା ଯୋଗୁ ଜଣକର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ଜୟରାମ ସାହୁ(୫୧) । ଘର ଖଇରା ବଜାର ସଂଲଗ୍ନ ପୁରୁଷୋତ୍ତମପୁର ଗ୍ରାମରେ। ଜୟରାମ ଠେଲାପେଲା କରିବା ଓ ଏଥିଯୋଗୁ ମୃତ୍ୟୁବରଣ କରିବା ଅଭିଯୋଗରେ ଖଇରା ପୋଲିସ ଖଇରା ହାଇସ୍କୁଲ ନିକଟରେ ପାନ ଦୋକାନ କରିଥିବା ବସନ୍ତ ବେହେରା ଓ ଅନ୍ୟ ଜଣେ ସହଯୋଗୀଙ୍କୁ ଥାନାରେ ଅଟକ ରଖିଛି।
ବୁଧବାର ରାତିରେ ବସନ୍ତଙ୍କ ପାନ ଦୋକାନ ଠାରୁ ଅନତି ଦୁରରେ ଜୟରାମ,ବସନ୍ତ ଓ ତାଙ୍କର ଅନ୍ୟ କିଛି ସହଯୋଗୀ ଭୋଜିର ଆୟୋଜନ କରିଥିଲେ । ଭୋଜି ପରେ ପୁରୁଣା ବାକି ପଇସା ଦିଆନିଆକୁ ନେଇ ଜୟରାମ ଓ ବସନ୍ତଙ୍କ ମଧ୍ୟରେ ପାଟିତୁଣ୍ଡ ଓ ଠେଲାପେଲା ହୋଇଥିଲା । ଏଥିରେ ଜୟରାମ ଗୁରୁତର ହୋଇ ପଡିବା ପରେ ତାଙ୍କୁ ସହଯୋଗୀ ମାନେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri