ଝିଅକୁ ସାଦ ଖୁଆଇବାକୁ ଯିବାବେଳେ ଅଘଟଣ: ଓଲଟିଲା ପିକ୍‌ଅପ୍‌, ୪ ଗୁରୁତର

କେନ୍ଦୁଝର,୨୭ା୧୨(ସ୍ବ.ପ୍ର): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା କୁଆଁର ଛକ ୪୯ ନଂ. ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ପିକ୍‌ଅପ୍‌ ଓଲଟି ପଡ଼ିଛି । ଗାଡ଼ିରେ ୨୧ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତ଼ର ହୋଇଛନ୍ତି। ତ଼େବେ ସେମାନଙ୍କର ପରିଚ଼ୟ ମିଳିପାରିନାହିଁ। ଆହତ ଓ ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ବାଂଶପାଳ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରେ ଜଣେ ପୁରୁଷ ଓ ୩ ଜଣ ମହିଳା ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କାଞ୍ଜିପାଣି ଥାନା ଅଧୀନ ହଳଦୀପାଣି ଗ୍ରାମର ୨୨ ଜଣ ପୁରୁଷ ଓ ମହିଳା ଏକ ପିକଅପ ଗାଡିର ଡାଲାରେ ବସି ସଦର ଥାନା ଅଧୀନ ବରଦାପାଳ ଗ୍ରାମକୁ ଝିଅକୁ ସଦ ଖୁଆଇ ବାକୁ ଯାଉଥିଲେ। କୁଆଁର ଛକରେ ଭାରସାମ୍ୟ ହରାଇ ରାସ୍ତା ଉପରେ ଗାଡିଟି ଓଲଟି ପଡିଥିଲା


Enter your email to get our daily news in your inbox.

All Right Reserved By Dharitri.Com

୨୯୨ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

କୋରାପୁଟ,୨୧।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପକ୍ଷରୁ ସୋମବାର ସ୍ଥାନୀୟ ପୋଲିସ ପଡିଆଠାରେ ୬୦ତମ ପୋଲିସ ଶହୀଦ ସ୍ମୃତି ଦିବସ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶ ମାତୃକାର...

ଭଙ୍ଗା ଘରେ ଚାଲିଛି ଆୟୁର୍ବେଦ ଚିକିତ୍ସାଳୟ

ଅମରପାଲି,୨୭।୧୧(ଡି.ଏନ.ଏ): ସରକାର ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନେଉଛନ୍ତି ଅନେକ ପଦକ୍ଷେପ। ଚିକିତ୍ସାଳୟ ସ୍ଥାପନ, ମାଗଣା ଔଷଧ ବଣ୍ଟନ ସହ ଆମ୍ବୁଲାନ୍ସର ବ୍ୟବସ୍ଥା ମଧ୍ୟ...

ଗୁରୁଦିବସ ପାଳନ ପଡ଼ିଲା ମହଙ୍ଗା: ଫେସ୍‌ବୁକ୍‌ରେ ଫଟୋ ଭାଇରାଲ ପରେ ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

କୁଆଁରମୁଣ୍ଡା,୭।୯(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି। ଏହି ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବନ୍ଦକରାଯାଇଛି। ଛାତ୍ରୀ,...

ଘର ଭିତରେ ପଶିଥିବା ଯୁବକଙ୍କୁ ଧରିଲେ ଗ୍ରାମବାସୀ

ବଲାଙ୍ଗୀର ଅଫିସ,୪।୨: ବଲାଙ୍ଗୀର ସହର ରାଧାରାଣୀପଡ଼ାରେ ରହୁଥିବା ସିଦ୍ଧାର୍ଥୀ ପଟେଲଙ୍କ ଘର ଭିତରକୁ ଶୁକ୍ରବାର ଜଣେ ସନ୍ଦିଗ୍ଧ ଯୁବକ ଜୋରଜବରଦସ୍ତ ପଶି ଯାଇଥିଲେ। ଖବର ପାଇ...

ସାନିଟାଇଜ ହେଲା କେନ୍ଦୁଝର ମୁଖ୍ୟ ଡାକଘର

କେନ୍ଦୁଝର,୭ା୪(ଡିଏନ୍‌ଏ): କେନ୍ଦୁଝର ମୁଖ୍ୟ ଡାକଘର ପରିସରକୁ ଅଗ୍ନିଶମ ବିଭାଗ ତରଫରୁ ସାନିଟାଇଜ୍‌ କରାଯାଇଛି। ଲୋକଙ୍କୁ କରୋନା ସଂକ୍ରମଣରୁ ରକ୍ଷା କରିବା ପାଇଁ ମୁଖ୍ୟ ଡାକଘର ସମେତ...

ଘର ଭାଙ୍ଗିଲା ଦନ୍ତା

ପଡ଼ିଆବାହାଲ,୧୫ା୬(ଡି.ଏନ୍‌.ଏ.): ସୋମବାର ଭୋର୍‌ରୁ ସମ୍ବଲପୁର ଜିଲା ବାହାମ ପଞ୍ଚାୟତ ଡୁମୁରିପଡ଼ାଠାରେ ଏକ ଦନ୍ତାହାତୀ ଘର ଭାଙ୍ଗିବାରୁ ଘରେ ଶୋଇଥିବା ଗଙ୍ଗାଧର ମେହେରଙ୍କ ଉପରେ କାନ୍ଥ ପଡ଼ିଯାଇଥିଲା।...

କଟକଣାରେ ଦୀପ ଜାଳିଲେ

ବାରିପଦା ଅଫିସ/ବାଙ୍ଗିରିପୋଷି/ କୁଆମରା/ ରାଇରଙ୍ଗପୁର, ୨।୩(ଡି.ଏନ.ଏ.) ମୟୂରଭଞ୍ଜ ଜିଲାର ବିଭିନ୍ନ ଶୈବ ପୀଠରେ କୋଭିଡ୍‌ କଟକଣାରେ ମହାଶିବରାତ୍ରୀ ପାଳିତ ହୋଇଯାଇଛି। କୋଭିଡ୍‌ କଟକଣାରେ ଶ୍ରଦ୍ଧାଳୁମାନେ ଶିବ...

ହରିହର ଯୋର ପୋଲ ଉପରେ ୪ ଫୁଟ ଉଚ୍ଚର ପାଣି : ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି,୪।୯(ଡି.ଏନ୍‌.ଏ.) : ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ମଙ୍ଗଳବାର ରାତିରେ ପ୍ରବଳ ବର୍ଷା ହୋଇଥିବାରୁ ସମଗ୍ର ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ଫଳରେ ଅନେକ ଚାଷଜମି ଜଳମଗ୍ନ ହେବା...

Advertisement
Archives

Model This Week