ଛାତ ସ୍ଲାବରୁ ସେଣ୍ଟ୍ରିଂ ବାହାର କରିବା ବେଳେ ଅଘଟଣ: ୨ ଶ୍ରମିକ ମୃତ

ଆସିକା,୩।୩(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା କର୍ପୁର ନୂଆଗାଁ ଗ୍ରାମରେ ଅଘଟଣ ଘଟିଛି। ଛାତ ସ୍ଲାବରୁ ସେଣ୍ଟ୍ରିଂ ବାହାର କରିବା ସମୟରେ ଲୁହା ରଡ ମାଟି ପଡ଼ି ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତ ଦୁଇ ଶ୍ରମିକ ହେଲେ ଭେଟନଈ ଗ୍ରାମର ନିରଞ୍ଜନ ମହାନ୍ତି ଓ ବାଲିମାଳା ଗ୍ରାମର ଖାଦାଳ ସେଠୀ।
ଉଭୟ କର୍ପୁର ନୂଆଗାଁରେ ଗୋଟିଏ ନିର୍ମାଣାଧୀନ ଘରୁ ଛାତର ସେଣ୍ଟ୍ରିଙ୍ଗ ବାହାର କରିବା ସମୟରେ ସେମାନଙ୍କ ଉପରେ ଲୁହାରଡ, ମାଟି ଓ ଅନ୍ୟାନ୍ୟ ଜିନିଷ ଉପରେ ପଡ଼ିଯାଇଥିଲା। ଫଳରେ ଉଭୟ ଗୁରୁତର ହୋଇଥିଲେ। ଅବଶ୍ୟ ସ୍ଥାନୀୟ ଲୋକେ ଉଭୟଙ୍କୁ ଚିକିତ୍ସା ପାଇଁ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ମାତ୍ର ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri