ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ ପଥରପୁଞ୍ଜି ଗ୍ରାମର କୁମୁଦିନୀ ଦଳେଇ(୬୦)। ବୃଦ୍ଧା ଜଣଙ୍କ ସକାଳେ ଭୋଟ ଦେବାପାଇଁ ଭୋଟ କେନ୍ଦ୍ରକୁ ଆସିଥିବା ବେଳେ ଧାଡିରେ ଛିଡା ହୋଇଥିଲେ। ସେହି ସମୟରେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଯାହା ପରେ ତାଙ୍କୁ ମେଡିକାଲକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ବୃଦ୍ଧାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଭବନରେ ବସିବ ବୈଠକ, ଚୟନ ହେବେ ବିଧାୟକ ଦଳ ନେତା

ଭୁବନେଶ଼୍ବର, ୧୭।୬: ଆସନ୍ତା ୧୯ ତାରିଖ ଦିନ ବିଜୁ ଜନତା ଦଳର ବିଧାୟକମାନଙ୍କୁ ନେଇ ବୈଠକ ବସିବ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଏହି...

ଜୁନ୍‌ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ

ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ...

ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…

ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍‌ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ...

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ, ସୋସିଆଲ ମିଡିଆରେ ଲେଖିଲେ…

ଭୁବନେଶ୍ୱର,୧୭ା୬: ସୋମବାର ସକାଳେ ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ଜନ୍ମଦିନ ଭୋଜି ଖାଇ ଫେରିବା ବେଳେ ଟ୍ରାକ୍ଟରକୁ ଧକ୍କା ଦେଲା କାର୍‌, ୪ ସାଙ୍ଗ ମୃତ

ଖଡ଼ିଆଲ,୧୭ା୬(ମକାରୁ ବେମାଲ): ଭବାନୀପାଟଣା ଲଛିପୁର ଛକ ୧୬ ନମ୍ବର ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଚାରି ଜଣ ପ୍ରାଣ ହରାଇଛନ୍ତି। ଟ୍ରାକ୍ଟରକୁ କାର୍‌ ଧକ୍କା...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri