ଥାଇରଏଡ୍‌ ଥିଲେ ଖାଦ୍ୟରେ ସାମିଲ କରନ୍ତୁ ଏସବୁ

ଥାଇରଏଡ୍‌କୁ ନିୟନ୍ତ୍ରଣ କରିବା ପାଇଁ ଅନେକ ଫଳ, ପନିପରିବାର ଏବଂ ମାଛ ରହିଛି। ସବୁଠୁ ଉପକାରୀ କଦଳୀ। ପ୍ରତିଦିନ କଦଳୀ ଖାଇଲେ ଥାଇରଏଡ୍‌ ନିୟନ୍ତ୍ରଣରେ ରହିଥାଏ। ଆପଣ ଚାହିଁଲେ ସମ୍ବର, ତରକାରୀ, ରାଇତା ଏବଂ ଅନ୍ୟ ପନିପରିବା ସହ କଦଳୀ ବ୍ୟବହାର କରି ଖାଇପାରିବେ। ଏଥିରେ ଆୟୋଡିନ୍‌ ପ୍ରଚୁର ପରିମାଣରେ ରହିଥାଏ। ଯାହା ଥାଇରଏଡ୍‌ ପାଇଁ ବହୁ ଉପକାରୀ। ଏହା ବ୍ୟତୀତ ଆମ୍ବ ମଧ୍ୟ ଥାଇରଏଡ୍‌ ପାଇଁ ଲାଭଦାୟକ। କେଶର ବାଦାମ ଏବଂ ତେଲିଆ ମାଛ ଥାଇରଏଡ୍‌ ନିୟନ୍ତ୍ରଣ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି।
ତେଲିଆ ମାଛରେ ଆୟୋଡିନ, ଆଣ୍ଟି-ଅକ୍ସିଡେଟିଭ, ଆଣ୍ଟି-କର୍କିନୋଜେନିକ ଗୁଣ ରହିଛି। ଏହି ଗୁଣଗୁଡିକ ମସ୍ତିଷ୍କକୁ ସମସ୍ତ ପ୍ରକାର ରୋଗରୁ ରକ୍ଷା କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସଂଖ୍ୟାକୁ ଦେଖିଲେ ଲାଗେ ଡର …

ପୃଥିବୀର ବିଭିନ୍ନ ଲୋକଙ୍କଠାରେ ନାନା ପ୍ରକାର ସମସ୍ୟା ଦେଖାଦେଇଥାଏ। ସେଥିମଧ୍ୟରୁ ଗୋଟିଏ ସମସ୍ୟା ହେଉଛି ସଂଖ୍ୟାକୁ ଦେଖିଲେ ଡର ଲାଗିବା। ଏହାକୁ ଡାକ୍ତରୀ ଭାଷାରେ ଆରିଥ୍‌ମୋଫୋବିଆ...

ଏସବୁ ଖାଦ୍ୟ ଆର୍ଥରାଇଟିସ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିିତ ଜୀବନ ଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଆଣ୍ଠୁଗଣ୍ଠି ବିନ୍ଧା ସମସ୍ୟା ଦେଖାଦେଇଥାଏ। ଏହାକୁ ଡାକ୍ତରମାନେ ଆର୍ଥରାଇଟିସ୍‌ କୁହାଯାଇଥାଏ। ଏହି ସମସ୍ୟାରେ ଗଣ୍ଠି...

ଉଇଣ୍ଟର ଫ୍ୟାଶନ: ହେଡ୍‌ବ୍ୟାଣ୍ଡ

ଋତୁ ଯାହା ହେଉନା କାହିଁକି ଷ୍ଟାଇଲିଶ୍‌ ଦେଖାଯିବାକୁ ସମସ୍ତେ ଚାହାନ୍ତି। ଆଉ ଶୀତଦିନେ ଷ୍ଟାଇଲିଶ ଲାଗିବା ପାଇଁ ଆଜିକାଲି ବିଭିନ୍ନ ପ୍ରକାର ଓ୍ବିଣ୍ଟରଓ୍ବେର ଆସିଲାଣି। ସେଥିମଧ୍ୟରୁ...

ସ୍ତ୍ରୀଙ୍କୁ ଧୋକା ଦିଅନ୍ତି ଏପରି ସ୍ବରରେ କଥା ହେଉଥିବା ସ୍ବାମୀ

କୁହାଯାଏ ଯେ, ଜଣଙ୍କ ବ୍ୟକ୍ତିତ୍ୱ ତାଙ୍କ ସ୍ବର ଦ୍ୱାରା ସହଜରେ ଜାଣିହେବ। ତେବେ ଏହି କଥା ଠିକ୍‌ କି ନାହିଁ ତାହା ଜାଣିବା ପାଇଁ ପୁରୁଷମାନଙ୍କ...

ତରୁଣ/ତରୁଣୀ ହେବା ପୂର୍ବରୁ ପିଲାଙ୍କୁ ଏସବୁ କାମ ଶିଖାନ୍ତୁ: ରହିବେ ନିର୍ଭୟ

ପିଲାଟିଏ ସ୍କୁଲରେ ପାଠପଢ଼ି ପାରେ। ମାତ୍ର କଥା ଯେତେବେଳେ ଜୀବନର ଉଠେ ତାହା ବିଦ୍ୟାଳୟ ନୁହେଁ ବରଂ ମା’ବାପା ଏହା ଭଲ ଭାବେ ଶିଖାଇପାରିବେ। ତେବେ...

ଫ୍ରିଜ୍‌ରେ ମାଛ ରଖି ଖାଉଛନ୍ତି କି….

ମାଛ ଖାଇବାକୁ ପ୍ରାୟ ଅନେକ ଲୋକ ଭଲପାଆନ୍ତି। ସ୍ବାସ୍ଥ୍ୟପାଇଁ ଏହା ମଧ୍ୟ ଉପକାରୀ । ମାତ୍ର ଏପରି କିଛି ଲୋକ ଅଛନ୍ତି ଯେଉଁମାନେ ବଜାରରେ ମାଛ...

ଭୁଲରେ ବି ବର୍ଷାଦିନେ ଖାଆନ୍ତୁନି ବାଇଗଣ

ବର୍ଷାଦିନେ ଖାଦ୍ୟପେୟ ଉପରେ ଅଧିକ ଗୁରୁତ୍ୱ ଦେବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଏହି ଦିନଗୁଡିକରେ ସବୁଠାରୁ ଅଧିକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବାର ଆଶଙ୍କା ରହିଥାଏ।...

ନମନୀୟ ତ୍ୱଚା ପାଇଁ ଆଲୋଭେରା

ଆଲୋଭେରା ବା ଘିକୁଆଁରୀରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। କେବଳ ସେତିକି ନୁହେଁ, ତ୍ୱଚାକୁ ନୂଆ ରୂପ ଦେବାରେ ଏହା ଅନେକାଂଶରେ ସାହାଯ୍ୟ...

Advertisement
Archives

Model This Week