ନୂଆ ଏଞ୍ଜଲ ଟ୍ୟାକ୍ସ ନିୟମ ଜାରି କଲା ଆୟକର ବିଭାଗ…

ନୂଆଦିଲ୍ଲୀ,୨୬।୯ : ଇନକମ ଟ୍ୟାକ୍ସ ବିଭାଗ ନିବେଶକମାନଙ୍କୁ ଷ୍ଟାର୍ଟଅପ କମ୍ପାନୀ ଦ୍ୱାରା ଦିଆଯାଇଥିବା ଶେୟାରର ମୂଲ୍ୟ ନିର୍ଦ୍ଧାରଣ ସହିତ ଜଡିତ ନୂତନ ଏଞ୍ଜଲ ଟ୍ୟାକ୍ସ ନିୟମ ସମ୍ପର୍କରେ ସୂଚିତ କରିଛି। ଆୟକର ନିୟମର ନିୟମ ୧୧ୟୁଏର ପରିବର୍ତ୍ତନ ଅନୁଯାୟୀ, ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ଅନ୍ତର୍ଗତ ବାଧ୍ୟତାମୂଳକ ରୂପାନ୍ତରିତ ପ୍ରିଫରେନ୍ସ ଶେୟାର (ସିସିପିଏ) ଏବଂ ତାଲିକାଭୁକ୍ତ ଷ୍ଟାର୍ଟଅପ ଦ୍ୱାରା ଦିଆଯାଇଥିବା ଇକ୍ୱିଟି ଶେୟାରର ମୂଲ୍ୟ ନ୍ୟାୟଯୁକ୍ତ ବଜାର ମୂଲ୍ୟ ଉପରେ ଆଧାରିତ ହୋଇପାରେ।

ଡେଲୋଏଟ ଇଣ୍ଡିଆର ସୁମିତ ସିଙ୍ଗାନିଆଙ୍କ ଅନୁଯାୟୀ, ଜଣେ ନିବେଶକଙ୍କ ଦୃଷ୍ଟିକୋଣରୁ ସଂଶୋଧିତ ନିୟମଗୁଡିକ ଅଂଶଧନକୁ କିପରି ମୂଲ୍ୟ ପ୍ରଦାନ କରାଯିବ ସେ ସମ୍ବନ୍ଧରେ ଏକ ବ୍ୟାପକ ପରିସର ପ୍ରଦାନ କରିଥାଏ ଏବଂ ଏହା ଅନୁପାଳନକୁ କମ ଜଟିଳ କରିବ ବୋଲି ଆଶା କରାଯାଉଛି। ସିଙ୍ଗାନିଆ କହିଛନ୍ତି ଏହା ସହିତ ଆବଶ୍ୟକ ସ୍ଥଳେ ଶେୟାର ମୂଲ୍ୟରେ ୧୦ପ୍ରତିଶତ ହ୍ରାସକୁ ଅନୁମତି ଦେଇ ଏକ ସୁରକ୍ଷିତ ପରିସ୍ଥିତି ସୃଷ୍ଟି ହୋଇପାରିଥାଏ।

ନ୍ୟାୟଯୁକ୍ତ ବଜାର ମୂଲ୍ୟରେ ଏକ ଷ୍ଟାର୍ଟଅପ କମ୍ପାନୀର ଶେୟାର ବିକ୍ରୟରୁ ପ୍ରାପ୍ତ ପୁଞ୍ଜି ଉପରେ ସଂଗୃହୀତ ଟ୍ୟାକ୍ସକୁ ଏଞ୍ଜଲ ଟ୍ୟାକ୍ସ କୁହାଯାଏ। ଏହାପୂର୍ବରୁ କେବଳ ସ୍ଥାନୀୟ ନିବେଶକଙ୍କ ଉପରେ ଏଞ୍ଜଲ ଟ୍ୟାକ୍ସ ଲାଗୁ କରାଯାଇଥିଲା, କିନ୍ତୁ ଚଳିତ ଆର୍ଥିକ ବର୍ଷର ବଜେଟରେ ଏହାର ପରିସର ବୃଦ୍ଧି ତଥା ଏହାକୁ ବିଦେଶୀ ନିବେଶକଙ୍କ ଉପରେ ଲାଗୁ କରିବା ପାଇଁ ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?