ଆୟକର ରିଟର୍ନର ଶେଷ ତାରିଖ ଆଉ ଗୋଟିଏ ଦିନ ବୃଦ୍ଧି, ITR ଫାଇଲ କରିବାର ଆଜି ଶେଷ ସୁଯୋଗ

ନୂଆଦିଲ୍ଲୀ,୧୬।୯: ଆର୍ଥିକ ବର୍ଷ ୨୦୨୫ (ଆକଳନ ବର୍ଷ ୨୦୨୫-୨୬) ପାଇଁ ଆୟକର ରିଟର୍ନ ଦାଖଲ କରିବାର ଶେଷ ତାରିଖ ଗୋଟିଏ ଦିନ ବୃଦ୍ଧି କରାଯାଇଛି। ଅର୍ଥାତ୍‌ ଯେଉଁ କରଦାତାମାନେ ଏପର୍ଯ୍ୟନ୍ତ ଆୟକର ରିଟର୍ନ ଦାଖଲ କରିପାରି ନାହାଁନ୍ତି, ସେମାନଙ୍କୁ ଆଜି ଅର୍ଥାତ୍‌ ୧୬ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ସୁଯୋଗ ମିଳିବ।

କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (CBDT) ବିଳମ୍ବିତ ରାତିରେ ଜାରି ଏକ ବିବୃତ୍ତିରେ କହିଛି ଯେ ଆକଳନ ବର୍ଷ ୨୦୨୫-୨୬ ପାଇଁ ଆୟକର ଦାଖଲ କରିବାର ଶେଷ ତାରିଖ ୧୫ ସେପ୍ଟେମ୍ବରରୁ ୧୬ ସେପ୍ଟେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେବାରେ ପରିବର୍ତ୍ତନ ସମ୍ପର୍କରେ CBDT ସ୍ପଷ୍ଟ କରିଛି ଯେ ଇ-ଫାଇଲିଂ ପୋର୍ଟାଲ ୧୬ସେପ୍ଟେମ୍ବର ଦିନ ୧୨:୦୦ ରୁ ୨:୩୦ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣରେ ରହିବ।

ସୂଚନାଯୋଗ୍ୟ ଯେ ଆୟକର ରିଟର୍ନ ଦାଖଲ କରିବା ସମୟରେ ବହୁ ସଂଖ୍ୟକ କରଦାତା ଯାନ୍ତ୍ରିକ ତ୍ରୁଟି ଅଭିଯୋଗ କରିଥିଲେ। ଏହି ସମସ୍ୟାଗୁଡ଼ିକୁ ଦୃଷ୍ଟିରେ ରଖି, ସମୟ ସୀମା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏ ସମ୍ପର୍କରେ ପୃଥକ ଭାବରେ ଏକ ବିଜ୍ଞପ୍ତି ଜାରି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଥର ଅନୁରୋଧ କଲେ ରାଷ୍ଟ୍ରପତି, ଖାତିର କଲେନି ରାହୁଲ ଗାନ୍ଧୀ; ତୀବ୍ର ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୬।୧: ଦୁଇ ଦୁଇଥର ଅନୁରୋଧ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ହେଲେ କର୍ଣ୍ଣପାତ କଲେନି ରାହୁଲ ଗାନ୍ଧୀ। ଆଗରୁ ଅନେକ ଥର ରାହୁଲ ବରିଷ୍ଠ ମାନଙ୍କୁ ହତାଦର…

ବାର୍‌ହା ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ, ଦୁଇ ଗୁରୁତର

ଜି.ଉଦୟଗିରି,୨୬।୧(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ…

୧୬,୦୦୦ କର୍ମଚାରୀ ଛଟେଇ କରିବ ଆମାଜନ: ପ୍ରଭାବିତ ହେବେ ଭାରତୀୟ ଟିମ୍

ନୂଆଦିଲ୍ଲୀ,୨୬।୧: ବିଶ୍ୱର ଅଗ୍ରଣୀ ଇ-କମର୍ସ ସଂସ୍ଥା ଆମାଜନ ଏକ ବଡ଼ ଧରଣର କର୍ମଚାରୀ ଛଟେଇ କରିବାକୁ ପ୍ରସ୍ତୁତି ଚଳାଇଛି। ରିପୋର୍ଟ ଅନୁସାରେ ଆସନ୍ତା ଜାନୁଆରୀ ୨୭ରୁ କମ୍ପାନୀ…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

ଭାରତୀୟ କୁଇକ୍ କମର୍ସ ବଜାରରେ ଡିସକାଉଣ୍ଟ ଝଡ଼: ଆମାଜନ-ଫ୍ଲିପକାର୍ଟ ପ୍ରବେଶ ପରେ ବଢ଼ିଲା କମ୍ପିଟିସନ

ନୂଆଦିଲ୍ଲୀ,୨୬।୧: ଭାରତର କୁଇକ୍ କମର୍ସ ବଜାରରେ ଏବେ ଏକ ବଡ଼ ଧରଣର ମୂଲ୍ୟ ଯୁଦ୍ଧ ବା ‘ପ୍ରାଇସ୍ ଓ୍ୱାର’ ଆରମ୍ଭ ହୋଇଛି। ଇ-କମର୍ସ ଜଗତର ଦୁଇ ବଡ଼…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri