ବିମାନଯାତ୍ରାରେ ବୃଦ୍ଧି

ନୂଆଦିଲ୍ଲୀ, ୨୨ା୫: ଗତ ମାସ ଅର୍ଥାତ୍‌ ଏପ୍ରିଲରେ ପ୍ରାୟ ୧.୦୮ କୋଟି ଯାତ୍ରୀ ଘରୋଇ ବିମାନ ଯାତ୍ରା କରିଛନ୍ତି। ମାର୍ଚ୍ଚ ତୁଳନାରେ ବିମାନଯାତ୍ରାରେ ୨% ବୃଦ୍ଧି ଘଟିଛି। ମାର୍ଚ୍ଚରେ ୧.୦୬ କୋଟି ଘରୋଇ ଯାତ୍ରୀ ବିମାନଯାତ୍ରା କରିଥିଲେ। ଡାଇରେକ୍ଟୋରେଟ୍‌ ଜେନେରାଲ ଅଫ୍‌ ସିଭିଲ ଆଭିଏସନ୍‌ (ଡିଜିସିଏ) ପକ୍ଷରୁ ପ୍ରକାଶିତ ମାସିକ ତଥ୍ୟ ଅନୁସାରେ ଏପ୍ରିଲରେ ସମସ୍ତ ଏୟାରଲାଇନ୍‌ର ସିଟ୍‌ ପୂରଣ ହାର ୭୮%ରୁ ଊର୍ଦ୍ଧ୍ୱ ରହିଛି। ଡିଜିସିଏ ସୂଚନା ଅନୁସାରେ ସ୍ପାଇସ୍‌ଜେଟ୍‌, ଇଣ୍ଡିଗୋ, ଭିସ୍ତାରା, ଏୟାର ଇଣ୍ଡିଆ ଏବଂ ଏୟାର ଏସିଆ ଇଣ୍ଡିଆର ବୁକିଂ ହାର ଯଥାକ୍ରମେ ୮୫.୯%, ୭୮.୭%, ୮୨.୯%, ୭୯.୫% ଏବଂ ୭୯.୬% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri