ବିଓବିର ସୁଧହାରରେ ବୃଦ୍ଧି

ନୂଆଦିଲ୍ଲୀ,୩୦।୧୨:ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଘରୋଇ ଖୁଚୁରା ମିଆଦୀ ଜମା ଉପରେ ସୁଧହାର ବୃଦ୍ଧି କରାଯାଇଛି। ବିଶେଷକରି ଏହା ଏନ୍‌ଆର୍‌ଓ ଏବଂ ଏନ୍‌ଆର୍‌ଇ ମିଆଦୀ ଜମା ଉପରେ ମଧ୍ୟ ଲାଗୁ ହେବ। ଏପରିକି ୨କୋଟି ଟଙ୍କାରୁ କମ୍‌ ଜମା ରାଶି ଉପରେ ବିଭିନ୍ନ ଅବଧି ପାଇଁ ୬୫ ବେସିସ୍‌ ପଏଣ୍ଟ ପର୍ଯ୍ୟନ୍ତ ଉକ୍ତ ସୁଧହାରକୁ ବୃଦ୍ଧି କରାଯାଇଛିା ସେହିଭଳି ୩୯୯ ଦିନିଆ ‘ବରୋଦା ତ୍ରିରଙ୍ଗା ପ୍ଲସ୍‌’ ଜମା ଯୋଜନାରେ ମଧ୍ୟ ଉକ୍ତ ସୁଧହାରକୁ ୭.୮୦% ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏଥିରେ ବରିଷ୍ଠ ନାଗରିକମାନଙ୍କ ପାଇଁ ୦.୫୦% ଏବଂ ଭଙ୍ଗାଯାଇ ପାରୁ ନ ଥିବା ଜମା ପାଇଁ ୦.୨୫% ଅନ୍ତର୍ଭୁକ୍ତ। ପୁନଶ୍ଚ ବ୍ୟାଙ୍କ ୧ବର୍ଷରୁ ୩ବର୍ଷ ପର୍ଯ୍ୟନ୍ତ ଜମା ଉପରେ ୭.୫୦% ପର୍ଯ୍ୟନ୍ତ ସୁଧହାର ବୃଦ୍ଧି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?