ବଢ଼ାନ୍ତୁ ତ୍ୱଚାର ଚମକ

ତ୍ୱଚାର ଚମକ ବଢାଇବାକୁ ହେଲେ କେବଳ ଯେ ମେକ୍‌ଅପ୍‌ ଏକମାତ୍ର ବିକଳ୍ପ ତା’ ନୁହେଁ, ବରଂ ଏଥିପାଇଁ ସବୁ ଦିଗପ୍ରତି ଦୃଷ୍ଟି ଦେବାକୁ ହେବ। ତେଣୁ ଏଥିପାଇଁ ଜାଣି ରଖନ୍ତୁ କିଛି ଟିପ୍ସ…

ସବୁବେଳେ ଚିନ୍ତା ମୁକ୍ତ ରୁହନ୍ତୁ। ଚିନ୍ତା ରହିବା ଫଳରେ ଚେହେରା ଉପରେ ବିପରୀତ ପ୍ରଭାବ ପଡ଼ିଥାଏ।
ସପ୍ତାହକୁ ଅତି କମ୍‌ରେ ୫ଦିନ ୨୦ ରୁ ୩୦ ମିନିଟ୍‌ ପର୍ଯ୍ୟନ୍ତ ଚାଲିବା ଅଭ୍ୟାସ କରନ୍ତୁ। ଏପରି କରିବା ଫଳରେ ଚିନ୍ତା କମ୍‌ ହେବା ସହିତ ରକ୍ତ ସଞ୍ଚାଳନ ବୃଦ୍ଧି ପାଇବ ଏବଂ ତ୍ୱଚାର ଚମକ ବଢ଼ିବ।
ସାବୁନ ଲଗାଇବା ବଦଳରେ ଫେସ୍‌ୱାଶ୍‌ ଲଗାନ୍ତୁ ଏବଂ ରାତିରେ ଶୋଇବା ପୂର୍ବରୁ ମୁହଁକୁ ଭଲଭାବେ ସଫା କରନ୍ତୁ।
ରାତିରେ ମୁହଁକୁ ସଫା କରି ଆଣ୍ଟି ଅକ୍ସିଡାଣ୍ଟ ଥିବା ଏକ ମଶ୍ଚରାଇଜର ଲଗାନ୍ତୁ। ମଶ୍ଚରାଇଜରରେ ଭିଟାମିନ୍‌ ଏ, ସି, ଇ ଏବଂ ବି-୩ ଥିଲେ ତାହା ତ୍ୱଚା ପାଇଁ ବହୁତ ଭଲ।
ରାସାୟନିକ ପ୍ରସାଧନ ସାମଗ୍ରୀ ଯଥାସମ୍ଭବ କମ୍‌ ବ୍ୟବହାର କରନ୍ତୁ। କୌଣସି ପ୍ରକାରର ରାସାୟନିକ ସାମଗ୍ରୀ ବ୍ୟବହାର କରିବା ପୂର୍ବରୁ ବିଶେଷଜ୍ଞଙ୍କ ପରାମର୍ଶ ନିଅନ୍ତୁ।
ଅତ୍ୟଧିକ ଝାଳ ବୋହୁଥିଲେ ମୁହଁ ତଥା କେଶରେ ପ୍ରବଳ ଧୂଳି ଲାଗି ଯାଇଥାଏ। ତେଣୁ ତ୍ୱଚାକୁ ଭଲଭାବେ ସଫା କରନ୍ତୁ ଏବଂ କେଶକୁ ମଧ୍ୟ ପ୍ରତିଦିନ ସାମ୍ପୁ କରନ୍ତୁ। ସାମ୍ପୁ କରିବା ପରେ କେଶରେ କଣ୍ଡିସନର ନିଶ୍ଚୟ ଲଗାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଟ ପାଇଁ ବିପଦ ଏସବୁ ଖାଦ୍ୟ

ବର୍ତ୍ତମାନ ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରୁ ହୃଦ୍‌ଜନିତ ସମସ୍ୟା ଅନ୍ୟତମ। ତେବେ କେତେକ ଖାଦ୍ୟ ପ୍ରତି ସତର୍କ ରହିଲେ ଏଭଳି ସମସ୍ୟାଠାରୁ ଆପଣ…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri