ବଢ଼ାନ୍ତୁ ତ୍ୱଚାର ଚମକ

ତ୍ୱଚାର ଚମକ ବଢାଇବାକୁ ହେଲେ କେବଳ ଯେ ମେକ୍‌ଅପ୍‌ ଏକମାତ୍ର ବିକଳ୍ପ ତା’ ନୁହେଁ, ବରଂ ଏଥିପାଇଁ ସବୁ ଦିଗପ୍ରତି ଦୃଷ୍ଟି ଦେବାକୁ ହେବ। ତେଣୁ ଏଥିପାଇଁ ଜାଣି ରଖନ୍ତୁ କିଛି ଟିପ୍ସ…

ସବୁବେଳେ ଚିନ୍ତା ମୁକ୍ତ ରୁହନ୍ତୁ। ଚିନ୍ତା ରହିବା ଫଳରେ ଚେହେରା ଉପରେ ବିପରୀତ ପ୍ରଭାବ ପଡ଼ିଥାଏ।
ସପ୍ତାହକୁ ଅତି କମ୍‌ରେ ୫ଦିନ ୨୦ ରୁ ୩୦ ମିନିଟ୍‌ ପର୍ଯ୍ୟନ୍ତ ଚାଲିବା ଅଭ୍ୟାସ କରନ୍ତୁ। ଏପରି କରିବା ଫଳରେ ଚିନ୍ତା କମ୍‌ ହେବା ସହିତ ରକ୍ତ ସଞ୍ଚାଳନ ବୃଦ୍ଧି ପାଇବ ଏବଂ ତ୍ୱଚାର ଚମକ ବଢ଼ିବ।
ସାବୁନ ଲଗାଇବା ବଦଳରେ ଫେସ୍‌ୱାଶ୍‌ ଲଗାନ୍ତୁ ଏବଂ ରାତିରେ ଶୋଇବା ପୂର୍ବରୁ ମୁହଁକୁ ଭଲଭାବେ ସଫା କରନ୍ତୁ।
ରାତିରେ ମୁହଁକୁ ସଫା କରି ଆଣ୍ଟି ଅକ୍ସିଡାଣ୍ଟ ଥିବା ଏକ ମଶ୍ଚରାଇଜର ଲଗାନ୍ତୁ। ମଶ୍ଚରାଇଜରରେ ଭିଟାମିନ୍‌ ଏ, ସି, ଇ ଏବଂ ବି-୩ ଥିଲେ ତାହା ତ୍ୱଚା ପାଇଁ ବହୁତ ଭଲ।
ରାସାୟନିକ ପ୍ରସାଧନ ସାମଗ୍ରୀ ଯଥାସମ୍ଭବ କମ୍‌ ବ୍ୟବହାର କରନ୍ତୁ। କୌଣସି ପ୍ରକାରର ରାସାୟନିକ ସାମଗ୍ରୀ ବ୍ୟବହାର କରିବା ପୂର୍ବରୁ ବିଶେଷଜ୍ଞଙ୍କ ପରାମର୍ଶ ନିଅନ୍ତୁ।
ଅତ୍ୟଧିକ ଝାଳ ବୋହୁଥିଲେ ମୁହଁ ତଥା କେଶରେ ପ୍ରବଳ ଧୂଳି ଲାଗି ଯାଇଥାଏ। ତେଣୁ ତ୍ୱଚାକୁ ଭଲଭାବେ ସଫା କରନ୍ତୁ ଏବଂ କେଶକୁ ମଧ୍ୟ ପ୍ରତିଦିନ ସାମ୍ପୁ କରନ୍ତୁ। ସାମ୍ପୁ କରିବା ପରେ କେଶରେ କଣ୍ଡିସନର ନିଶ୍ଚୟ ଲଗାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri