ବଢ଼ାନ୍ତୁ ପିଲାଙ୍କ ଏକାଗ୍ରତା

 

କିଛି ପିଲାଙ୍କର ଏକାଗ୍ରତା ଖୁବ୍‌ କମ୍‌ ଥାଏ। ତେଣୁ ସେମାନେ ବାରମ୍ବାର ପଢ଼ିଲେ ବି ଭୁଲିଯାନ୍ତି। ଏଭଳି ପିଲାଙ୍କର ପାଠ ପ୍ରତି ଆଗ୍ରହ ସୃଷ୍ଟିକରିବାକୁ
ଜାଣିରଖନ୍ତୁ କିଛି ଟିପ୍ସ…
ପାଠ ପଢ଼ିବା ସମୟରେ ଅନ୍ୟ କୌଣସି ଧ୍ୟାନ ଆକର୍ଷଣ କରୁଥିବା ସାମଗ୍ରୀକୁ ଦୂରେଇ ରଖନ୍ତୁ। ଅର୍ଥାତ୍‌ ଟିଭି, ଫୋନ୍‌ କିମ୍ବା ଅନ୍ୟ କୌଣସି ପ୍ରକାର ଖେଳନାକୁ ପାଠ ପଢ଼ିବା ସମୟରେ ସେମାନଙ୍କ ପାଖରେ ରଖନ୍ତୁ ନାହିଁ।
ପଢ଼ିବା ପାଇଁ ଏକ ନିର୍ଦ୍ଦିଷ୍ଟ ସମୟ ସ୍ଥିର କରନ୍ତୁ। ସାଧାରଣତଃ ପିଲାଙ୍କର ଶରୀର ଏକ ନିର୍ଦ୍ଦିଷ୍ଟ ସମୟରେ ହିଁ ଅଧିକ ଆକ୍ଟିଭ ରହିଥାଏ। ତେଣୁ ସେହି ସମୟରେ ପାଠ ପଢ଼ିଲେ ଏକାଗ୍ରତା ବୃଦ୍ଧି ପାଇଥାଏ ଓ ସେମାନେ ପାଠପଢ଼ାରେ ଫୋକସ୍‌ କରିପାରନ୍ତି।
ପଢୁଥିବା ସ୍ଥାନକୁ ଶାନ୍ତିପୂର୍ଣ୍ଣ ରଖନ୍ତୁ। କୌଣସି ପ୍ରକାର ପାଟିତୁଣ୍ଡ ଅବା ଅନ୍ୟ ଶବ୍ଦ ସୃଷ୍ଟି କରନ୍ତୁ ନାହିଁ। ଫଳରେ ପିଲା ଏକାଗ୍ର ଚିତ୍ତରେ ପାଠ ପଢ଼ିପାରିବେ।
ମନକୁ ଏକାଗ୍ର କରିବା ନିମନ୍ତେ ବିଭିନ୍ନ ପ୍ରକାର ସାର୍ପ ମାଇଣ୍ଡ ଗେମ୍‌ ଖେଳିବାକୁ ଦିଅନ୍ତୁ। ବାକ୍ୟ ତିଆରି କରିବା ଭଳି ବିଭିନ୍ନ ପ୍ରକାରର ଖେଳ କିମ୍ବା ପଜଲ୍‌ ସମାଧାନ କରିବା ଭଳି ଖେଳ ପିଲାଙ୍କ ମସ୍ତିଷ୍କକୁ ଆକ୍ଟିଭ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri