ବଢ଼ାନ୍ତୁ ପିଲାଙ୍କ ଇମ୍ୟୁନିଟି

କରୋନାର ଦ୍ୱିତୀୟ ଲହର ଏବେ ପିଲାମାନଙ୍କ ପାଇଁ ବେଶି କ୍ଷତିକାରକ ବୋଲି ଜଣାପଡ଼ିଛି। କମ୍‌ ଇମ୍ୟୁନିଟି ଥିବା ପିଲାମାନେ ଖୁବ୍‌ଶୀଘ୍ର କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଯିବେ। ତେଣୁ ମା’ମାନେ ପିଲାମାନଙ୍କର ଇମ୍ୟୁନିଟି ବଢ଼ାଇବାକୁ ନିଜକୁ ପ୍ରସ୍ତୁତ କରନ୍ତୁ।

ପିଲାମାନଙ୍କୁ ସୁଷମ ଖାଦ୍ୟ ଦିଅନ୍ତୁ। ପ୍ରୋଟିନ, ମିନେରାଲ, ଭିଟାମିନ୍‌, ସୂକ୍ଷ୍ମ ପୋଷକ ତତ୍ତ୍ୱ ଏବଂ ଅନସାଚୁରେଟେଡ୍‌ ଫ୍ୟାଟ୍‌ ଭଳି ସମସ୍ତ ଉପାଦାନ ଥିବା ବିଭିନ୍ନ ପ୍ରକାରର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ। ତେଣୁ ଖଟା ଫଳ, ଗାଜର, ଶାଗ, ବିନ୍ସ, ଷ୍ଟ୍ରବେରୀ, ଦହି, ରସୁଣ ଓ ଅଦା ଭଳି ବିଭିନ୍ନ ଖାଦ୍ୟକୁ ସେମାନଙ୍କ ତାଲିକାରେ ସାମିଲ କରନ୍ତୁ।
ପିଲାଙ୍କୁ ଭରପୂର ମାତ୍ରାରେ ଶୋଇବାକୁ ଦିଅନ୍ତୁ। ଫଳରେ ସେମାନଙ୍କର ଇମ୍ୟୁନିଟି ସିଷ୍ଟମ ଠିକ୍‌ ରହିବ। ଶରୀର ସୁସ୍ଥ ରହିବ ଏବଂ ଥକାପଣ ଦୂର ହେବ।
ପ୍ରତିଥର ଖାଇବା ପୂର୍ବରୁ ଏବଂ ପରେ, ଖେଳିବା ପରେ, ଗୃହପାଳିତ ଜୀବଜନ୍ତୁଙ୍କୁ ଛୁଇଁବା ପରେ, ନାକ ସଫା କରିବା ପରେ, ଟଏଲେଟ୍‌ରୁ ଆସିବା ପରେ ଭଲଭାବେ ହାତ ଧୋଇବା ସହିତ ସ୍ବଚ୍ଛତାକୁ ଆପଣାନ୍ତୁ। ଫଳରେ ପିଲାଙ୍କର ଇନଫେକସନ୍‌ କମ୍‌ ହେବା ସହିତ ରୋଗ ପ୍ରତିରୋଧ ହୋଇପାରିବ।
ପିଲାଙ୍କୁ ଅଧିକ ପରିମାଣରେ ଆୟୁର୍ବେଦିକ ଜିନିଷ ଅଧିକ ଖାଇବାକୁ ଦିଅନ୍ତୁ। ତୁଳସୀ, ଅଁଳା, ମହୁ, ଗୋଲମରିଚ ଆଦି ନିଶ୍ଚୟ ଖୁଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri