Advertisement
Posted inଜାତୀୟ

ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି

ନୂଆଦିଲ୍ଲୀ,୩ା୬: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ  ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET) ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଗୁରୁବାର କହିଛନ୍ତି। କେବଳ ଏତିକି ନୁହେଁ, କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ତୁରନ୍ତ ଏହି ନିଷ୍ପତ୍ତି କାର୍ଯ୍ୟକାରୀ କରାଯାଇଛି। ଯେଉଁମାନଙ୍କର ଶିକ୍ଷା ପ୍ରମାଣପତ୍ରର ବୈଧତା ଏହିବର୍ଷ ଶେଷ ହୋଇଯାଇଛି ସେମାନେ ମଧ୍ୟ ଶିକ୍ଷକ ନିଯୁକ୍ତି ପରୀକ୍ଷା ପାଇଁ ଯୋଗ୍ୟ ହେବେ।

ଶିକ୍ଷାମନ୍ତ୍ରୀ କହିଛନ୍ତି, ଯେଉଁ ପ୍ରାର୍ଥୀଙ୍କ ୭ ବର୍ଷର ଅବଧି ସମାପ୍ତ ହୋଇସାରିଛି ତାଙ୍କୁ TET ସାର୍ଟିଫିକେଟ ପ୍ରଦାନ ପାଇଁ ସଂପୃକ୍ତ ରାଜ୍ୟଗୁଡ଼ିକ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିରାଶ କରିଛି ଭାରତ:ୟୁକ୍ରେନ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୫ା୨:ୟୁକ୍ରେନ ସଙ୍କଟରେ ହସ୍ତକ୍ଷେପ କରି ଶାନ୍ତି ସ୍ଥାପନ ନିମନ୍ତେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ଆଲୋଚନା କରିବାକୁ ନୂଆଦିଲ୍ଲୀରେ ଅବସ୍ଥାପିତ ୟୁକ୍ରେନ ରାଷ୍ଟ୍ରଦୂତ ଆଇଗୋର...

ଚାଇନାର ଦାଦାଗିରି: କାରାକୋରମ ପର୍ଯ୍ୟନ୍ତ ନିର୍ମାଣ କରୁଛି ସଡ଼କ

ଲଦାଖ,୧୯।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଚାଇନା ଜାଣିଶୁଣି ଏଠାରେ ଲଗାତାର ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛି।...

ଆଉ ଏକ ଗ୍ୟାରେଣ୍ଟି ଘୋଷଣା କରିବେ କେଜରିୱାଲ

ନୂଆଦିଲ୍ଲୀ,୨ ।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ସଂଯୋଜକ ଅରବିନ୍ଦ କେଜରିୱାଲ ତାଙ୍କ ସଙ୍ଗଠନ ପ୍ରଚାର ଅଭିଯାନ ପାଇଁ ଶୁକ୍ରବାରଠାରୁ ଦୁଇ ଦିନିଆ...

କରୋନା ନେଲା ଲୋକପ୍ରିୟ ନ୍ୟୁଜ୍‌ ଆଙ୍କରଙ୍କ ଜୀବନ

ନୂଆଦିଲ୍ଲୀ,୩୦।୪: ପ୍ରସିଦ୍ଧ ନ୍ୟୁଜ ଆଙ୍କର୍‌ ରୋହିତ ସରଦାନାଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଦୀର୍ଘ ଦିନ ହେବ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା...

ବର୍ଗର ଧରି ପହଞ୍ଚିଲେ ମା’ ଗୌରୀ

ମୁମ୍ବାଇ, ୫ା୧୦: ଡ୍ରଗ୍ସ ପାର୍ଟି ମାମଲାରେ ଏନ୍‌ସିବି ବଲିଉଡ୍‌ କିଙ୍ଗ୍‌ ଖାନ୍‌ ଶାହରୁଖଙ୍କ ପୁଅ ଆର୍ୟନଙ୍କୁ ଗରଫ କରି କୋର୍ଟ ଚାଲାଣ କରିଥିଲା। କୋର୍ଟରେ ଜାମିନ...

ସୁଧା ଭରଦ୍ୱାଜଙ୍କୁ ସୁପ୍ରିମକୋର୍ଟ ଆଶ୍ୱସ୍ତି

ନୂଆଦିଲ୍ଲୀ,୮।୧୨: ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜେଲରେ ଥିବା ଆଇନଜୀବୀ ତଥା ଆକ୍ଟିଭିଷ୍ଟ ସୁଧା ଭରଦ୍ୱାଜଙ୍କୁ ସୁପ୍ରିମକୋର୍ଟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଏଲ୍‌ଗାର ପରିଷଦ-ମାଓବାଦୀ...

ଲେଉଟି ଆସିଲା ସାମୁଦ୍ରିକ ଝଡ଼ ‘ବାୟୁ’: ୪୮ ଘଣ୍ଟାରେ ଗୁଜରାଟ ଉପକୂଳ ଛୁଇଁବ

ନୂଆଦିଲ୍ଲୀ,୧୬ା୬ : ସାମୁଦ୍ରିକ ବାତ୍ୟା ‘ବାୟୁ’ ଲୁଚକାଳି ଖେଳୁଛି। ଗତ ଗୁରୁବାର ଏହା ଗୁଜରାଟ ଉପକୂଳରେ ମାଡ଼ ହେବାର ଆଶଙ୍କା ଥିବାବେଳେ ବୁଧବାର ରାତିରେ ଏହାର...

୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

Advertisement
Archives

Model This Week