୩୭ ବିଧାୟକଙ୍କ ଡବ୍ଲ୍ୟୁଓଡିସି ପାଣ୍ଠି ବଢ଼ାଯାଉ

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ପଶ୍ଚିମ ଓଡ଼ିଶା ଉନ୍ନୟନ କାଉନସିଲ୍‌ (ଡବ୍ଲ୍ୟୁଓଡିସି) ଅନ୍ତର୍ଗତ ସମସ୍ତ ୩୭ଟି ବିଧାନସଭା ନିର୍ବାଚନମଣ୍ଡଳୀର ବିକାଶ ପାଇଁ ନିର୍ଦ୍ଧାରିତ ଖର୍ଚ୍ଚ ସୀମା ରାଶିକୁ ବୃଦ୍ଧି କରିବା ପାଇଁ ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏନେଇ ଲେଖାଥିବା ଚିଠିରେ ଉଲ୍ଲେଖ ଅଛି ଯେ, ଡବ୍ଲ୍ୟୁଓଡିସି ପାଇଁ ପୂର୍ବରୁ ବାର୍ଷିକ ୧୦୦ କୋଟି ଟଙ୍କାର ବଜେଟ ଥିବାବେଳେ କାଉନସିଲ୍‌ ଅନ୍ତର୍ଗତ ନିର୍ବାଚନମଣ୍ଡଳୀର ବିକାଶ ପାଇଁ ପ୍ରତି ବିଧାୟକଙ୍କୁ ବାର୍ଷିକ ୧ କୋଟି ଟଙ୍କା ପ୍ରଦାନ କରାଯାଉଥିଲା ।
ବର୍ତ୍ତମାନ ଏହି ବଜେଟ ବାର୍ଷିକ ୨୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଥିବାରୁ ସ୍ଥାନୀୟ ଅଞ୍ଚଳର ବିକାଶ କାର୍ଯ୍ୟ ପାଇଁ କାଉନସିଲ୍‌ ଅନ୍ତର୍ଗତ ପ୍ରତ୍ୟେକ ୩୭ ଜଣ ବିଧାୟକଙ୍କୁ ପ୍ରତିବର୍ଷ ଅତି କମ୍‌ରେ ୫ କୋଟି ଟଙ୍କା ପ୍ରଦାନ କରିବାକୁ ଭାଜପା ବିଧାୟକମାନେ ଦାବି କରିଛନ୍ତି  । ଏହା ଦ୍ୱାରା ସ୍ଥାନୀୟ ଅଞ୍ଚଳ ଓ ବାସିନ୍ଦାମାନେ ଅଧିକ ଲାଭାନ୍ବିତ ହେବା ସହିତ ବିକାଶ କାର୍ଯ୍ୟ ମଧ୍ୟ ତ୍ୱରାନ୍ବିତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri