ବଜେଟରେ ମୋହନ ମାଝିଙ୍କ ବଡ଼ ଘୋଷଣା: ବଢିଲା ବାର୍ଦ୍ଧକ୍ୟ ଭତ୍ତା, ଏଣିକି ଏତିକି ମିଳିବ

ଭୁବନେଶ୍ୱର,୧୩।୮: ସ୍ବାଧୀନତା ଦିବସ ପୂର୍ବରୁ ରାଜ୍ୟବାସୀଙ୍କୁ ମୋହନ ସରକାର ବଡ଼ ଭେଟି ଦେବାକୁ ଯାଉଛନ୍ତି। ରାଜ୍ୟରେ ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ସରକାର ଟଙ୍କା ଦେବେ। ଅଗଷ୍ଟ ୧୫ ତାରିଖରେ ନୂଆ ହିତାଧିକାରୀଙ୍କୁ ଭତ୍ତା ରାଶି ମିଳିପାରେ ବୋଲି କୁହାଯାଉଛି। ହେଲେ ଏହାକୁ ନେଇ ଏଯାଏ କୌଣସି ସରକାରୀ ଘୋଷଣା ହୋଇନାହିଁ।

ଭାଜପା ନିର୍ବାଚନ ସମୟରେ ଭତ୍ତା ବଢିବା ନେଇ ପ୍ରତିଶ୍ରୁତି ଦେଇଥିଲା। ଆଉ ଚଳିତ ବର୍ଷ ବଜେଟରେ ଏଥିପାଇଁ ବ୍ୟୟବରାଦ ହୋଇଥିଲା। ମୁଖ୍ୟମନ୍ତ୍ରୀ ବଜେଟରେ ଘୋଷଣା କରିଥିଲେ ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କ ନାଗରିକ ଓ ୮୦ ପ୍ରତିଶତରୁ କମ୍‌ ହୋଇନଥିବା ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ଲାଗି ଉଭୟ ପେନ୍‌ସନ ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧୀନରେ ସାମାଜିକ ସୁରକ୍ଷା ଭତ୍ତାକୁ ୩୫୦୦ ଟଙ୍କାକୁ ବୃଦ୍ଧି କରାଯିବ।

ସରକାର ରାଜ୍ୟରେ ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବଢାଇଛନ୍ତି। ପୁର୍ବରୁ ୨୮ ଲକ୍ଷ ୬୧ ହଜାର ହିତାଧିକାରୀ ଥିବା ବେଳେ ୪ ଲକ୍ଷ ୧୩ ହଜାର ବୃଦ୍ଧି ହୋଇଛି। ତେବେ ଅଗଷ୍ଟ ୧୫ ତାରିଖରେ ନୂଆ ହିତାଧିକାରୀଙ୍କୁ ଭତ୍ତା ରାଶି ମିଳିବ ବୋଲି ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri