ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କିଛି ଦିନ ହେବ ପେଟ୍ରୋଲ ଓ ଡିଜେଲ ଦର କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ବସ୍‌ ଭଡ଼ା ବଢ଼ାଇଛନ୍ତି । ସାଧାରଣ ବସଭଡ଼ା କିମି ପିଛା ୮୯ ପଇସାରୁ ୯୨ ପଇସାକୁ ବୃଦ୍ଧି ପାଇଥିବା ବେଳେ ଏକ୍ସପ୍ରେସ ବସଭଡ଼ା କିମି ପିଛା ୯୩ ପଇସାରୁ ୯୬ ପଇସାକୁ ବଢିଛି। ସେହିପରି ଡିଲକ୍ସ ବସ କିଲୋମିଟର ପ୍ରତି ଭଡ଼ା ୧ ଟଙ୍କା ୨୯ ପଇସାରୁ ୧ ଟଙ୍କା ୩୫ ପଇସାକୁ ବୃଦ୍ଧି ପାଇଛି। ଏସି ଡିଲକ୍ସ ବସଭଡ଼ା ୧ଟଙ୍କା ୫୭ ପଇସାରୁ ୧ଟଙ୍କା ୬୩ ପଇସାକୁ ବୃଦ୍ଧି ପାଇଛି। ଏହାସହ ସୁପର ପ୍ରିମିୟମ ବସଭଡ଼ା ୨ଟଙ୍କା ୪୪ରୁ ବଢ଼ି ୨ ଟଙ୍କା ୫୩ ପଇସା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri