ପୁଣି ବଢିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୯।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୪୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୫୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୮ ହଜାର ୨୫୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୬ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୯୪ ହଜାର ୭୪୨ ରହିଛି।  ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୭ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୪ ହଜାର ୧୧୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୭ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୩୦ କୋଟି ୩୯ ଲକ୍ଷ ୩୨ ହଜାର ୨୮୬ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୮୦ ଲକ୍ଷ ୮୬ ହଜାର ୯୧୦ ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୯୭ ହଜାର ୩୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଧିରେ ଧିରେ ଭିଡ଼ ବଢୁଥବାରୁ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି। ଭିଡ଼ ସଂକ୍ରମଣର ମୁଖ୍ୟ କାରଣ ପାଲଟିଛି। ଏନେଇ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri