ବଢ଼ିଲା ଶ୍ରମିକଙ୍କ ଦୈନିକ ମଜୁରି

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟର ଶ୍ରମିକଗୋଷ୍ଠୀଙ୍କ ଦୈନିକ ମଜୁରି ବୃଦ୍ଧି ପାଇଛି। ରାଜ୍ୟ ସର୍ବନିମ୍ନ ମଜୁରି ଉପଦେଷ୍ଟା ବୋର୍ଡର ୫୨ତମ ବୈଠକରେ କରାଯାଇଥିବା ସୁପାରିସକ୍ରମେ ସରକାର ସମସ୍ତ ୮୯ଟି ସିଡ୍ୟୁଲ୍‌ ସଂସ୍ଥାରେ କାର୍ଯ୍ୟକରୁଥିବା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଏବଂ ଉଚ୍ଚ କୁଶଳୀ ଶ୍ରମିକଙ୍କ ପାଇଁ ମହଙ୍ଗା ଭତ୍ତାରେ ସଂଶୋଧନ ଆଣିଛନ୍ତି। ଅକ୍ଟୋବର ପହିଲାରୁ ସେମାନେ ମହଙ୍ଗାଭତ୍ତା ବାବଦକୁ ଦୈନିକ ୪ଟଙ୍କା ୬୫ ପଇସା ଅଧିକ ପାଇବେ। ରାଜ୍ୟ ସରକାର ଏନେଇ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ଦୈନିକ ମଜୁରିରେ ସ୍ବତନ୍ତ୍ର ଭତ୍ତା ବା ପରିବର୍ତ୍ତନୀୟ ମହଙ୍ଗା ଭତ୍ତା ବାବଦରେ ଏହି ବର୍ଦ୍ଧିତ ମଜୁରି ବୋଲି ଶ୍ରମ କମିଶନର ଡ. ଏନ୍‌. ଥିରୁମାଲା ନାଏକ ସୂଚନା ଦେଇଛନ୍ତି। ଏହି ବର୍ଦ୍ଧିତ ମହଙ୍ଗାଭତ୍ତା ଲାଗୁ ପରେ ଅଣକୁଶଳୀ ଶ୍ରମିକମାନଙ୍କ ଦୈନିକ ମଜୁରି ୩୦୮ ଟଙ୍କା ହୋଇଥିବାବେଳେ ଅର୍ଦ୍ଧ କୁଶଳୀଙ୍କ ମଜୁରି ୩୪୮ ଟଙ୍କା, କୁଶଳୀ ଶ୍ରମିକଙ୍କ ୩୯୮ ଟଙ୍କା ଏବଂ ଉଚ୍ଚ କୁଶଳୀଙ୍କ ମଜୁରି ୪୫୮ ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri