ବଢ଼ିଲା ବିଦ୍ୟୁତ୍‌ ଦର, ୟୁନିଟ୍‌ ପିଛା ଦେବାକୁ ପଡ଼ିବ…

ଇସଲାମାବାଦ,୨୩ା୭: ପାକିସ୍ତାନରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ମଧ୍ୟରେ ସାଧାରଣ ଜନତା ଆଉ ଏକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏଠାରେ ବିଦ୍ୟୁତ୍‌ ଦର ମହଙ୍ଗା ହୋଇଛି। ସରକାର ବିଦ୍ୟୁତ୍‌ ଦର ୟୁନିଟ୍‌ ପିଛା ପ୍ରାୟ ୮ ଟଙ୍କା ବୃଦ୍ଧି କରିଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନ ବିଦ୍ୟୁତ୍‌ ନିୟାମକ ପ୍ରାଧିକରଣ (ନେପ୍ରା) ଶୁକ୍ରବାର କେନ୍ଦ୍ର ସରକାରଙ୍କ ଅନୁରୋଧକୁ ଅନୁମୋଦନ କରିଛି। ଏହା ସହିତ ଦେଶରେ ବିଦ୍ୟୁତ୍‌ ୟୁନିଟ୍‌ ପିଛା ୭.୯୧ ପାକିସ୍ତାନୀ ମୂଲ୍ୟରେ ମହଙ୍ଗା ହୋଇଛି। ସରକାର ଏକ ସମୟରେ ବିଦ୍ୟୁତ ମୂଲ୍ୟ ବୃଦ୍ଧି କରିଛନ୍ତି। ଯାହାକି ଗୋଟିଏ ଦିନ ପୂର୍ବରୁ ପାକିସ୍ତାନୀ ଟଙ୍କା ଡଲାର ତୁଳନାରେ ଆହୁରି ଦୁର୍ବଳ ହୋଇଯାଇଥିଲା।

ଚଳିତ ମାସ ଆରମ୍ଭରେ ବିଦ୍ୟୁତ ମୂଲ୍ୟ ମଧ୍ୟ ବୃଦ୍ଧି ପାଇଥିଲା।
ଗୋଟିଏ ଡଲାରର ମୂଲ୍ୟ ୨୨୮ ପାକିସ୍ତାନୀ ଟଙ୍କା ହୋଇଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କ ନେତୃତ୍ୱରେ ସରକାର ଚଳିତ ମାସ ଆରମ୍ଭରେ ବିଦ୍ୟୁତ୍‌ ମୂଲ୍ୟ ମଧ୍ୟ ବୃଦ୍ଧି କରିଥିଲେ। ସେହି ସମୟରେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠିରୁ ପାଣ୍ଠି ପାଇବା ପାଇଁ ଏହି ପଦକ୍ଷେପ ନିଆଯାଇଥିଲା। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ଶେହବାଜଙ୍କ ଅନୁମୋଦନ ପରେ ନେପ୍ରା ଶୁଳ୍କ ବୃଦ୍ଧି କରିଛି। ପାକିସ୍ତାନ ନିୟାମକ ପ୍ରାଧିକରଣ ଜୁଲାଇ ୨୦ର ସରକାରଙ୍କ ଅନୁରୋଧ ଉପରେ ଏକ ଜନ ଶୁଣାଣି କରିଥିଲେ। ୪୮ ଘଣ୍ଟା ମଧ୍ୟରେ ପରିବର୍ତ୍ତନ ବିନା ଅନୁମୋଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri