ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଇନସିଦ୍ଧ ନୁହେଁ: କଂଗ୍ରେସ

ଭୁବନେଶ୍ୱର, ୨୬ା୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ଆଦାୟ କରାଯାଉଥିବା ବର୍ଦ୍ଧିତ ହୋଲ୍‌ଡିଂ ଟିକସ ଆଇନସିଦ୍ଧ ନୁହେଁ ବୋଲି ଓଡ଼ିଶା ଉଚ୍ଚ ନ୍ୟାୟାଳୟ ରାୟ ଦେଇଛନ୍ତି। ଏହି ବର୍ଦ୍ଧିତ କର ଓଡ଼ିଶା ମ୍ୟୁନିସିପାଲ କର୍ପୋରେଶନ ଆକ୍ଟ-୨୦୦୩ର ନିୟମ ବିରୁଦ୍ଧାଚରଣ କରିବା ସହିତ ଧାରା ୬୯୪ (୩)କୁ ବିଏମ୍‌ସି ଜୋର ଜବରଦସ୍ତି ଲାଗୁ କରିପାରିବ ନାହିଁ ବୋଲି କଂଗ୍ରେସ ଅଭିଯୋଗ କରିଛି।
ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ ଖବରଦାତା ସମ୍ମିଳନୀ କରି କହିଛନ୍ତି, କଂଗ୍ରେସ ଏହି ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରିଆସିଛି। ତେଣୁ ବିଏମ୍‌ସି ଯେଉଁ ବର୍ଦ୍ଧିତ ହୋଲ୍‌ଡିଂ ଟିକସ ଜନସାଧାରଣଙ୍କଠାରୁ ଆଦାୟ କରିଛନ୍ତି ତାହା ଜନସାଧାରଣଙ୍କୁ ଶୀଘ୍ର ଫେରସ୍ତ କରାଯାଉ। ଲୋକମାନଙ୍କଠାରୁ ସ୍ବତଃପ୍ରବୃତ ଭାବେ ଅନ୍‌ଲାଇନ ମାଧ୍ୟମରେ ୨୨ କୋଟିରୁ ଅଧିକ ଟଙ୍କା ଆଦାୟ ହୋଇଛି ବୋଲି ବିଏମ୍‌ସି କମିଶନର ଏବଂ ଡେପୁଟି କମିଶନର ସ୍ବୀକାର କରିଛନ୍ତି। ତେଣୁ ଏହାକୁ ଶୀଘ୍ର ଫେରସ୍ତ କରାଯାଉ। ଅନ୍ୟପକ୍ଷରେ ବିଏମ୍‌ସି ଯେଉଁ ୟୁଜର୍ସ ଫି ଆଦାୟ କରୁଛି, ତାହା ମଧ୍ୟ ଆଇନ ସମ୍ମତ ନୁହେଁ। ତେଣୁ ଯଥାଶୀଘ୍ର ଏହି ୟୁଜର୍ସ ଫି ଆଦାୟ ବନ୍ଦ କରାଯାଉ। ନଚେତ୍‌ ଆଗାମୀ ଦିନରେ ଏନେଇ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ପଞ୍ଚାନନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri