ଭୁବନେଶ୍ୱର,୧୩।୭(ଅନୁରାଧା ମହାରଣା): ଦେଶରେ ଶିଳ୍ପ ଉତ୍ପାଦନର ଗତି ବୃଦ୍ଧି ପାଇଛି। ମେ ୨୦୨୪ ପାଇଁ ଘୋଷିତ ତଥ୍ୟ ଅନୁଯାୟୀ, ଇଣ୍ଡଷ୍ଟ୍ରିଆଲ ପ୍ରଡକ୍ସନ ଇଣ୍ଡେକ୍ସ (ଆଇଆଇପି) ୫.୯ ପ୍ରତିଶତ ହାରରେ ବୃଦ୍ଧି ପାଇଛି। ଖଣି ଏବଂ ବିଦ୍ୟୁତ୍ କ୍ଷେତ୍ର ଉତ୍ପାଦନରେ ଉତ୍କୃଷ୍ଟ ଅଭିବୃଦ୍ଧି ହେତୁ ଶିଳ୍ପ ଉତ୍ପାଦନ ହାରରେ ଏହି ବୃଦ୍ଧି ଦେଖାଦେଇଛି।ଏପ୍ରିଲରେ ଔଦ୍ୟୋଗିକ ଉତ୍ପାଦନ ୫ ପ୍ରତିଶତ ହାରରେ ବୃଦ୍ଧି ପାଇଥିଲା। ୨୦୨୩ ମେ’ରେ, ୫.୭ ପ୍ରତିଶତ ଆଇଆଇପି ଅଭିବୃଦ୍ଧି ହାର ଦେଖାଯାଇଥିଲା। ଏହା କ୍ରମାଗତ ଚତୁର୍ଥ ମାସ ଯେତେବେଳେ ଶିଳ୍ପ ଉତ୍ପାଦନର ସୂଚକାଙ୍କ ୫.୭ ପ୍ରତିଶତରୁ ଅଧିକ ହାରରେ ବୃଦ୍ଧି ପାଇଛି। ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ୨ମାସରେ ହାରାହାରି ଅଭିବୃଦ୍ଧି ୫.୪ ପ୍ରତିଶତ ହୋଇଛି। ପରିସଂଖ୍ୟାନ ମନ୍ତ୍ରଣାଳୟ ଖୁଚୁରା ମୁଦ୍ରାସ୍ଫୀତି ହାର ସହ ଆଇଆଇପି ତଥ୍ୟ ମଧ୍ୟ ପ୍ରକାଶ କରିଛି। ଏହି ପରିସଂଖ୍ୟାନ ଅନୁଯାୟୀ, ମେ ମାସରେ ବିଦ୍ୟୁତ୍ ଉତ୍ପାଦନ ୧୩.୭ ପ୍ରତିଶତ ହାରରେ ବୃଦ୍ଧି ପାଇଛି, ଯାହାକି ଏକ ବର୍ଷ ପୂର୍ବେ ସମାନ ମାସରେ ୦.୯ ପ୍ରତିଶତ ହାରରେ ବୃଦ୍ଧି ପାଇଛି।
ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍ ଠାବ
ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…
ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା
ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…
ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍କା: ICC ଦେଲା ଏମିତି ଦଣ୍ଡ
ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…
IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ
ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…
ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା
ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…
କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ
ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୨ଜଣ…
ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…
ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….
ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…
Archives

