ସେବା ରପ୍ତାନି ବୃଦ୍ଧି

ନୂଆଦିଲ୍ଲୀ,୫।୫: ଆର୍ଥିକ ବର୍ଷ ୨୦୨୧-୨୨ରେ ଦେଶର ସେବାଗୁଡ଼ିକର ରପ୍ତାନି ୨୫୪.୪ ବିଲିୟନ ଡଲାର ଛୁଇଁଛି। କେନ୍ଦ୍ର ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏ ସମ୍ପର୍କରେ ସୂଚନା ଦିଆଯାଇଛି। ମନ୍ତ୍ରଣାଳୟର ସୂଚନା ଅନୁସାରେ ମାର୍ଚ୍ଚରେ ସେବା ରପ୍ତାନି ୨୬.୯ ବିଲିୟନ ଡଲାର ରହିଛି। ଏହି ହାର ମାସିକିଆ ସର୍ବକାଳୀନ ଉଚ୍ଚ ସ୍ତରରେ ରହିଛି। ତେବେ ଉତ୍ତମ ପରିବହନ ଦ୍ୱାରା ଦେଶ ଏହି ସଫଳତା ହାସଲ କରିପାରିଛି। ଏହାପୂର୍ବରୁ ଆର୍ଥିକ ବର୍ଷ ୨୦୧୯-୨୦ରେ ଭାରତ ସେବା ରପ୍ତାନି କ୍ଷେତ୍ରରେ ରେକର୍ଡ ହାସଲ କରିଥିଲା। ୨୦୧୯-୨୦ରେ ସେବା ରପ୍ତାନି ୨୧୩.୨ ବିଲିୟନ ଡଲାର ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri